Spread the love

ବିଷୟ _ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଜରି ପଞ୍ଚାୟତର ନାଉବାଙ୍କ ସ୍ଥିତ ଇନ୍ଦିରା ଗାନ୍ଧୀ ଛକରେ ଜାବିନେଶ୍ଵର ପୁଜା କମିଟି ଆନୁକୂଲ୍ୟରେ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହୋଇଥିଲା।ଏଥିରେ ବିଂଝାରପୁର, ଯାଜପୁର, ଭଦ୍ରକ,ତିହିଡି,ଧୁଷୁରୀ,ଆଳି ଆଦି ଅଞ୍ଚଳରୁ ପ୍ରତିଯୋଗୀ ମାନେ ଭାଗ ନେଇଥିଲେ ।ଏହି କାର୍ଯ୍ୟକ୍ରମ କୁ ଜାବିନେଶ୍ଵର ପୁଜା କମିଟିର ସଦସ୍ୟମାନେ ସହଯୋଗ କରିଥିଲେ।ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନରେ ଯେଉଁ ମାନେ ରହିଲେ ସେମାନଙ୍କୁ ସମ୍ମାନିତ କରାଯାଇଥିଲା।

ଯାଜପୁର ରୁ ସରୋଜ କୁମାର ସାହୁଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ

Leave a Reply

Your email address will not be published. Required fields are marked *

You missed