ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ

ଭୂବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ସ୍ୱୀକୃତି ଓଡିଶାର ଜନସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟର ଉତ୍ସର୍ଗିକୃତ ସେବା ମନୋଭାବ ଏବଂ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି।ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ଡ଼ ପ୍ରମିଳା ବରାଳ ଏବଂ ଯୁଗ୍ମ-ନିର୍ଦ୍ଦେଶକ-ତଥା-ଏସଏସଓ ଆଇଡିଏସପି ଡ଼ ଅଶୋକ କୁମାର ପାଇକରାୟ ଦିଲ୍ଲୀଠାରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି। ବିପର୍ଯ୍ୟୟ, ବନ୍ୟା, ବାତ୍ୟା ସମୟରେ ରାଜ୍ୟ ନିରୀକ୍ଷଣ ୟୁନିଟ ୨୪ ଘଣ୍ଟିଆ କାର୍ଯ୍ୟକରି ବିଭିନ୍ନ ରୋଗକୁ ଠିକ୍ ସମୟରେ ଚିହ୍ନଟ କରିବା ସହ ସେଗୁଡିକର ମୁକାବିଲା ସୁନିଶ୍ଚିତ କରିଥାଏ। କଣ୍ଟ୍ରୋଲ ରୁମ୍ ଗୁଡିକ ରୋଗର ଧାରା ଉପରେ ତୀକ୍ଷ୍ଣ ନଜର ରଖିବା ସହ ପ୍ରାପ୍ତ ତଥ୍ୟର ବିଶ୍ଳେଷଣ ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରୁଛି। ଏହି ସକ୍ରିୟ ଆଭିମୁଖ୍ୟ ଜନସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ସହିତ ଅନେକ ମହାମାରୀର ପ୍ରାରମ୍ଭିକ ଚିହ୍ନଟ ଏବଂ ନିୟନ୍ତ୍ରଣ କରିବାରେ ରାଜ୍ୟ ନିରୀକ୍ଷଣ ୟୁନିଟ ସକ୍ଷମ ହୋଇପାରିଛି। ରାଜ୍ୟ ନିରୀକ୍ଷଣ ୟୁନିଟ ଦ୍ୱାରା ଯଥା ସମୟରେ ରୋଗ ନିରୀକ୍ଷଣ ପାଇଁ ସମନ୍ୱିତ ସ୍ୱାସ୍ଥ୍ୟ ସୂଚନା ପ୍ଲାଟଫର୍ମ (ଆଇଏଚ୍ଆଇପି)ର ସଫଳ ରୂପାୟନ କରାଯାଇ ନିୟମିତ ତଦାରଖ କରାଯାଉଛି।ସୂଚନା ଅନୁଯାୟୀ, ଭେକ୍ଟରବାହିତ, ଖାଦ୍ୟବାହିତ, ଜଳବାହିତ, ଜୁନୋଟିକ୍ସରୁ ଉତ୍ପନ୍ନ ରୋଗ ଓ ଅନ୍ୟାନ୍ୟ ରୋଗର ପ୍ରାଦୁର୍ଭାବକୁ ଠିକ୍ ସମୟରେ ଚିହ୍ନଟ ଏବଂ ଏଗୁଡିକର ସଠିକ ଅନୁସନ୍ଧାନ ପାଇଁ ସମୟୋପଯୋଗୀ ଡାଟା ଏଣ୍ଟ୍ରି ଏବଂ ତାହାର ବିଶ୍ଳେଷଣ କରାଯାଉଛି । ଏହା ସହିତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଏବଂ ଅନ୍ୟ ଅଂଶୀଦାରଙ୍କ ସହ ସମୁଚିତ ସମନ୍ୱୟ ମାଧ୍ୟମରେ ସଂକ୍ରମଣର ଦ୍ରୁତ ମୁକାବିଲା କରାଯାଉଛି। ସଂକ୍ରମଣ ପ୍ରବଣ ରୋଗ ନିର୍ଣ୍ଣୟ ପାଇଁ ରାଜ୍ୟରେ ୩୨ଟି ଜିଲ୍ଲା ଜନସ୍ୱାସ୍ଥ୍ୟ ପରୀକ୍ଷାଗାରର ପ୍ରତିଷ୍ଠା ବା ସୁଦୃଢ଼ୀକରଣ କରାଯାଇଛି । ଜିଲ୍ଲାମାନଙ୍କରେ ୩୦ଟି ଆରଟିପିସିଆର ପରୀକ୍ଷାଗାର ମଧ୍ୟ କାର୍ଯ୍ୟକ୍ଷମ ହୋଇଛି। ନିୟମିତ ପ୍ରଶିକ୍ଷଣ ମାଧ୍ୟମରେ ପରୀକ୍ଷାଗାର କର୍ମଚାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ଦକ୍ଷତା ବୃଦ୍ଧି କରାଯାଉଛି। ପ୍ରତ୍ୟେକ ମଙ୍ଗଳବାର ଏବଂ ଗୁରୁବାର ଦିନ ପରୀକ୍ଷାଗାର ତଥ୍ୟର ସମୀକ୍ଷା ଏବଂ ବିଶ୍ଳେଷଣ କରାଯାଉଛି। ରୋଗ ନିରୀକ୍ଷଣ ଓ ନିୟନ୍ତ୍ରଣ ନେଇ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ବୈଷୟିକ ମାର୍ଗଦର୍ଶନ ପ୍ରଦାନ କରାଯାଉଛି। ଜିଲ୍ଲା ନିରୀକ୍ଷଣ ୟୁନିଟ୍ ଗୁଡ଼ିକର କାର୍ଯ୍ୟଦକ୍ଷତା ବୃଦ୍ଧି କରାଯାଉଛି। ତାସହ ରାଜ୍ୟ ନିରୀକ୍ଷଣ ୟୁନିଟ ପକ୍ଷରୁ ରୋଗ ନିରୀକ୍ଷଣ ଏବଂ ନିୟନ୍ତ୍ରଣ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇ ପ୍ରଦାନ କରାଯାଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech