ଭୂବନେଶ୍ୱର, ୦୫/୧୧ : ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଶେଖରଲାଲ ସାହୁ । ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ। କେନ୍ଦୁଝର ସହରର ଅଜନ୍ତା ହୋଟେଲ୍ ସମ୍ମୁଖରୁ କିରାଣି ଶେଖରଲାଲଙ୍କ ଗାଡିରୁ ଏହି ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଏତେ ଟଙ୍କା କେଉଁଠୁ ଆଣିଲେ, ତାର ସଠିକ୍ ସୂଚନା ଦେଇ ପାରୁ ନାହାନ୍ତି ଶେଖରଲାଲ ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ବନ୍ଧରେ ମଧ୍ୟ ଅନ୍ୟ ଠିକଣାରେ ଯାଞ୍ଚ କରୁଛି ଭିଜିଲାନ୍ସ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


