ମାଇ ଭାରତ ଢ଼େଙ୍କାନାଳ ଓ ସାମାଜିକ ସାଂସ୍କୃତିକ ବିକାଶ ସଂଘ ପକ୍ଷରୁ “ଏକ ପେଡ୍ ମା କେ ନାମ” ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇ ନଭେମ୍ବର ମାସ ଶେଷ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ,ପ୍ରକାଶ ଥାଉ କି ଉକ୍ତ କାର୍ଯ୍ୟକ୍ରମ ଢ଼େଙ୍କାନାଳ ମ୍ୟୁନିସିପାଲଟି ସଦର ବ୍ଲକ ଗନ୍ଦିଆ ବ୍ଲକ ଏବଂ ଓଡ଼ାପଡ଼ା ବ୍ଲକ ଠାରେ ଅନୁଷ୍ଠିତ ହୋଇ ଯାଇଛି।
ଏହି କାର୍ଯ୍ୟକ୍ରମରେ ଆମ୍ବ ପିଜୁଳି ଅମୃତଭଣ୍ଡା ଏବଂ ଶାଗୁଆନ ଆଦି ବୃକ୍ଷ ରୋପଣ କରାଯାଇଥିଲା।

April 17, 2026/
No Comments


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-16.jpg)