ଭୂବନେଶ୍ୱର, ୧୨/୧୧ : ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ । ଏଭଳି ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି, ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା । କିଛି ଦିନ ତଳେ କ୍ୟାବିନେଟରେ ଏ ନେଇ ବିତର୍କ ହୋଇଥିଲା । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟମାନେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ ।
ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ସେମାନଙ୍କ ପରିବାରର ସଦସ୍ୟଙ୍କୁ ଚାକିରି ବଦଳରେ ୩୦ରୁ ୪୦ ଲକ୍ଷ ଟଙ୍କା ଦେଇ ଥଇଥାନ ବ୍ୟବସ୍ଥା କରିବାକୁ ଆଇନ ମନ୍ତ୍ରୀ କହିଛନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-23-50-602.jpg)


