ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ

ରାୟଗଡ:-13/11/2024: – ରାୟଗଡ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପତୁଆରି ଙ୍କ ଅଧ୍ୟକ୍ଷତା ରେ ଆଜି ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକ ରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ, ଖାଦ୍ୟ ସୁରକ୍ଷା, ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ / ରାଷ୍ଟ୍ରୀୟ କୈଶୋର ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଏବଂ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ / ଏଲ.ଏଲ.ଆଇ.ଏନ ମଶାରୀ ବଣ୍ଟନ ଏବଂ ଦମନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା | ଏହି ବୈଠକ ରେ ରାୟଗଡା ଉପଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ, ଗୁଣୁପୁର ଉପଜିଲ୍ଲାପାଳ କିରଣଦୀପ ସହାଟେ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଲାଲମୋହନ ରାଉତରାୟ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା .ମମତା ସାହୁ , ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭିବିଡ଼ି) ଡା ପ୍ରଦୀପ୍ତ କୁମାର ସୁବୁଦ୍ଧି, ଜିଲ୍ଲା ଚିକିତ୍ସାଧିକାରୀ ଡା .ପ୍ରଫୁଲ୍ଲ କୁମାର ପାଢ଼ୀ ଙ୍କ ସମେତ ବିଭାଗୀୟ ଅଧିଆକାରୀ ମାନେ ଉପସ୍ଥିତ ଥିଲେ | ଉକ୍ତ ବୈଠକରେ ପ୍ରଥମେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ବିଷୟରେ ଆଲୋଚନା କରାଯାଇଥିଲା, କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ମୁନିଗୁଡା ବ୍ଲକ ରେ ଆସନ୍ତା 18 ରୁ 30 ନଭେମ୍ବର ପର୍ଯ୍ୟନ୍ତ ହେବ | ଏହି ସମୟରେ ଆଶା ଦିଦି ମାନେ ଘରକୁ ଘରକୁ ବୁଲି 2 ବର୍ଷ ରୁ ଉର୍ଧ୍ଵ ସମସ୍ତ ଲୋକଙ୍କୁ ଦର୍ଶନ ମାଧ୍ୟମରେ ପରୀକ୍ଷ କରି ସନ୍ଦେହାତ୍ମକ ବ୍ୟକ୍ତି ମାନଙ୍କୁ ସରକାରୀ ଡାକ୍ତରଖାନା କୁ ରୋଗ ନିଦାନ କରିବା ପାଇଁ ପ୍ରେରଣ କରିବେ ବୋଲି ବୈଠକ ରେ ଆଲୋଚନା କରାଯାଇଥିଲା | ଖାଦ୍ୟ ନିରାପତ୍ତା ଉପରେ ହୋଇଥିବା ଆଲୋଚନା ସମୟରେ ଜିଲ୍ଲାପାଳ ଖାଦ୍ୟ ନିରାପତ୍ତା ଅଧିକାରୀ ଙ୍କୁ ଜିଲ୍ଲା ରେ ଅଧିକରୁ ଅଧିକ ଚଢ଼ାଉ, ଅଧିକ ମାତ୍ରାରେ ଜୋରିମାନା ଆଦାୟ କରିବା ନିମନ୍ତେ ନିର୍ଦେଶ ଦେବା ସହ ଖାଦ୍ୟ ନମୁନା ଅଧିକ ମାତ୍ରା ରେ ସଂଗ୍ରହ କରି ବେଆଇନ ଭାବେ ଚଳାଉଥିବା ଖାଦ୍ୟ ଅନୁଷ୍ଠାନ ଗୁଡିକ ଉପରେ ଆଇନ ଅନୁସାରେ କଠୋର କାର୍ଯ୍ୟାନୁଷ୍ଠାନ କରିବାକୁ କହିଥିଲେ |ଏହା ପରେ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ / ରାଷ୍ଟ୍ରୀୟ କୈଶୋର ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା, ଏହି ଆଲୋଚନାରେ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ / ରାଷ୍ଟ୍ରୀୟ କୈଶୋର ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନ୍ତର୍ଗତ ସମସ୍ତ ସରକାରୀ ତଥା ସେଵାଶ୍ରମ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ରେ ପିଲାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ସରକାରୀ ନିର୍ଦେଶାବଳୀ ଅନୁସାରେ ନିୟମିତ ଭାବେ କରାଯାଉଅଛି | କୈଶୋର ସ୍ୱାସ୍ଥ୍ୟ ମାଧ୍ୟମରେ ସମସ୍ତ କିଶୋର ଓ କିଶୋରୀ ମାନଙ୍କୁ ନିକଟସ୍ଥ ଶ୍ରଦ୍ଧା କ୍ଲିନିକ ରେ ପରାମର୍ଶ ପ୍ରଦାନ କରାଯାଉଛି | ନିକଟରେ ସମସ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ବିଦ୍ୟାଳୟର ଦୁଇ ଜଣ ଶିକ୍ଷକ ଙ୍କୁ ସ୍କୁଲ ସ୍ୱାସ୍ଥ୍ୟ ଆମ୍ବାସଡର ଭାବେ ତାଲିମ ପ୍ରଦାନ କରାଯାଉଅଛି |ପରିଶେଷ ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ / ଏଲ.ଏଲ.ଆଇ.ଏନ ମଶାରୀ ବଣ୍ଟନ ଏବଂ ଦମନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା | ଆସନ୍ତା ବର୍ଷ ଫେବୃଆରୀ 10 ରୁ 19 ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ରାୟଗଡା ଏବଂ ଗୁଣୁପୁରୁ ବ୍ଲକ ର ଗ୍ରାମାଞ୍ଚଳ, ଗୁଡାରି ବିଜ୍ଞାପିତ ଅଂଚଳ , ବିଷମକଟକ , ମୁନିଗୁଡା ଓ ପଦ୍ମପୁର ବ୍ଲକ ର ଦୁଇ ବର୍ଷ ରୁ ଊର୍ଧ୍ୱ ସମସ୍ତ ଜନସାଧାରଣ ଙ୍କୁ ଫାଇଲେରିଆ ବଟିକା ଖୁଆଯିବ | ଏହି କାର୍ଯ୍ୟକ୍ରମ ରେ ସମସ୍ତ ବିଭାଗ ର ସହଯୋଗ ଆବଶ୍ୟକ ବୋଲି ଜିଲ୍ଲାପାଳ କହିଥିଲେ | ଜିଲ୍ଲା ରେ ମୋଟ 6,37, 866 ସଂଖ୍ୟକ ଏଲ.ଏଲ.ଆଇ.ଏନ ମଶାରୀ ପ୍ରତେକ ଘର କୁ ଆଶା/ ଅଙ୍ଗନବାଡି ବା ଗାଁ କଲ୍ୟାଣ ସମିତି ଦ୍ୱାରା ବଣ୍ଟାଯିବ | ଏହି ଏଲ.ଏଲ.ଆଇ.ଏନ ମଶାରୀ କୁ ନିୟମିତ ବ୍ୟବହାର କରିବା ନିମନ୍ତେ ଜିଲ୍ଲାପାଳ ରାୟଗଡା ଜିଲ୍ଲାର ସମସ୍ତ ଜନ ସାଧାରଣ ଙ୍କୁ ନିବେଦନ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech