ଜାତୀୟ ପ୍ରେସ୍ ଦିବସ-୨୦୨୪; ଖୁବ ଶୀଘ୍ର ସାମ୍ବାଦିକଙ୍କୁ ମିଳିବ ପେନସନ : ରାଜ୍ୟପାଳ

ଭୂବନେଶ୍ୱର : ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ଓଡ଼ିଶାରେ ପେନସନ ଯୋଜନା ଲାଗୁ କରିବାକୁ ରାଜ୍ୟପାଳଙ୍କୁ ସରକାର ପ୍ରସ୍ତାବ ଦେଲେ ତାହା କାର୍ଯ୍ୟକାରୀ କରାଯିବ । ଆସନ୍ତା ବର୍ଷ ଜାତୀୟ ପ୍ରେସ୍ ଦିବସ ପୂର୍ବରୁ ଏହି ବ୍ୟବସ୍ଥା ଲାଗୁ ହେବା ଦିଗରେ ପ୍ରଚେଷ୍ଟା ହେବ । ଏଥିସହିତ ପ୍ରତି ଜିଲ୍ଲାରେ ଝାଡ଼ଖଣ୍ଡ ପ୍ରଦେଶ ଢାଞ୍ଚାରେ ପ୍ରେସ୍ କ୍ଲବ ନିର୍ମାଣ ପାଇଁ ଓଡ଼ିଶା ସରକାର ଆସନ୍ତା ୫ ବର୍ଷରେ ଧ୍ୟାନ ଦେବେ ବୋଲି ରାଜ୍ୟପାଳ ରଘୁବର ଦାସ ସୂଚନା ଦେଇଛନ୍ତି ।

ଶନିବାର ସ୍ଥାନୀୟ ଜୟଦେବ ଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ଆନୁକୂଲ୍ୟରେ କେନ୍ଦ୍ର ସରକାରଙ୍କ ଦୂରଦର୍ଶନ କେନ୍ଦ୍ର, ଆକାଶବାଣୀ, ରିଜିଓନାଲ ଆଉଟ ରିଚ୍ ବ୍ୟୁରୋ (ଆରଓବି), ଫିଲ୍ଡ ଆଉଟ୍ ରିଚ୍ ବ୍ୟୁରୋ (ଏଫ୍ଓବି) ଏବଂ ଏକାଡ଼େମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଇନ୍ଫରମେସନ ଟେକ୍ନୋଲୋଜି (ଅମିତ୍)ର ମିଳିତ ଆନୁକୂଲ୍ୟରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଥିଲା । ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ-୨୦୨୪ ଅବସରରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ରାଜ୍ୟର ୩୩ଜଣଙ୍କୁ ବରିଷ୍ଠ ସାମ୍ବାଦିକଙ୍କୁ ପେନସନ ପ୍ରଦାନ କରାଯିବା ସହିତ ୭ ବରିଷ୍ଠ ସାମ୍ବାଦିକଙ୍କ ସ୍ମୃତି ଉଦ୍ଦେଶ୍ୟରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଛି।

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ କହିଛନ୍ତି, ଡିଜିଟାଲ ମିଡ଼ିଆ ଯୁଗରେ ସାମ୍ବାଦିକର ବୃତ୍ତିଗତ ପରିବର୍ତ୍ତନ ହୋଇଛି। କିନ୍ତୁ ବିଭିନ୍ନ ପରିବର୍ତ୍ତନ ଭିତରେ ସାମ୍ବାଦିକତାର ମୂଳ ସିଦ୍ଧାନ୍ତ ଅପରିବର୍ତ୍ତିତ ରହିଛି । ବିଭ୍ରାନ୍ତିକାରୀ ଖବର ଆଦିର ପରିବେଷଣ ସାମ୍ବାଦିକମାନେ ପରିତ୍ୟାଗ କରିବା ଉଚିତ୍ । ଗରିବ ଠାରୁ ଆରମ୍ଭ କରି ଧନୀ ପର୍ଯ୍ୟନ୍ତ ସମାଜର ପ୍ରତ୍ୟେକ ବର୍ଗର ଲୋକଙ୍କ ସମସ୍ୟା ଉପସ୍ଥାପନ କରାଯିବା ସହ ଏହାର ସମାଧାନର ସୂତ୍ର ଦେବା ଗଣମାଧ୍ୟମର ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ୍ । ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢୀ ଏହି ଉତ୍ସବରେ ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଥିଲେ, ନିର୍ଭୀକ ସାମ୍ବାଦିକତା ଆଧାରିତ ସମ୍ବାଦପତ୍ର ‘ଉକ୍ରଳ ଦୀପିକା’କୁ ଗୋଲ୍ଟେବୁଲ୍ ବୈଠକରେ ଉପସ୍ଥାପନ କରାଯାଇଥିଲା । ଦେଶରେ ଜରୁରୀକାଳୀନ ପରିସ୍ଥିତି ସମୟରେ ସାମ୍ବାଦିକତାର ସ୍ଥିତି ବର୍ଣ୍ଣନା କରି ଗଣତନ୍ତ୍ରର ସୁରକ୍ଷା କ୍ଷେତ୍ରରେ ସାମ୍ବାଦିକମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଛନ୍ତି । ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ଭବନ ନିର୍ମାଣ କ୍ଷେତ୍ରରେ ଉଦ୍ୟମ ପାଇଁ ଦିଆଯାଇଥିବା ପ୍ରସ୍ତାବକୁ ସ୍ୱୀକୃତି ଦେଉଛନ୍ତି ବୋଲି ବାଚସ୍ପତି ଶ୍ରୀମତୀ ପାଢୀ କହିଥିଲେ। ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୀପକ ମାଲବ୍ୟ କହିଥିଲେ ଯେ, ସାମ୍ବାଦିକ ୨୪ ଘଣ୍ଟା କାର୍ଯ୍ୟ କରେ । ତେଣୁ ଏମାନଙ୍କର ଦାୟିତ୍ୱ ଅନ୍ୟାନ୍ୟ ବୃତ୍ତି ଠାରୁ ଭିନ୍ନ ଏବଂ ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକତା ଜନତାର ସେବକ ବୃତ୍ତି ଏବଂ ଜନତାର ସ୍ୱର। ତେଣୁ ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ କ୍ଷେତ୍ରରେ ଏକ ବୋର୍ଡ଼ ଗଠନ କରି , ପେନସନ ଦିଆଯିବା ପାଇଁ ପ୍ରସ୍ତାବ ଦେଇଥିଲେ ।ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ଼ର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ପ୍ରାରମ୍ଭରେ ସ୍ୱାଗତ ଭାଷଣ ଦେଇଥିଲେ। ବୋର୍ଡ଼ର ଉପସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଦୈନିକ ସମ୍ବାଦପତ୍ର ‘ସତ୍ୟର ସ୍ୱର ନିର୍ଭୟ’ର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ-୨୦୨୪’ ପ୍ରଦାନ କରାଯିବା ସହିତ, ଆନ୍ଧ୍ରପ୍ରଦେଶର ‘ଆଦର୍ଶ ରତ୍ନ’ ସମ୍ବାଦପତ୍ରର ପତି ଭେଙ୍କଟ ନରସିଂହା ରାଓ, ପଶ୍ଚିମ ବଙ୍ଗଳାର ‘ଏକ୍ସପ୍ରେସ୍ ନ୍ୟୁଜ୍’ର ମଦନ ସିଂ, ତେଲେଙ୍ଗାନାର ‘ମାରୋ କୁରୁକ୍ଷେତ୍ରମ’ ସମ୍ବାଦପତ୍ରର ଶେଖ ଇସଲାମ ଉଦ୍ଦିନ, ଝାଡ଼ଖଣ୍ଡର ‘ଝାଡ଼ଖଣ୍ଡ ଅବଜରବର’ ପତ୍ରିକାର ପରଭିନ୍ଦ କୁମାର ପାଣ୍ଡେ, ବିହାରର ‘ଶ୍ରୀ ସାଇ ଭିଜନ’ ପତ୍ରିକାର ଅରୁପ କୁମାର ମଜୁମଦାର, ଗୁଜୁରାଟର ‘ଡାର୍କ ସ୍କାଏ’ ପତ୍ରିକାର ଶଶି କୁମାର, ମୁମ୍ବାଇର ‘ଓଭରସିଜଲୁକ୍’ ପତ୍ରିକାର ଅମିତ କୁମାର ଦୁବେ ପ୍ରମୁଖଙ୍କୁ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ‘ରାଷ୍ଟ୍ରୀୟ ସାମ୍ବାଦିକ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି। ଏହାଛଡ଼ା ପାରାଦ୍ୱୀପ ଫସ୍ପେଟ ଲିମିଟେଡ଼ (ପିପିଏଲ୍)ର କର୍ପୋରେଟ ମୁଖ୍ୟ ସୁଧି ରଞ୍ଜନ ମିଶ୍ରଙ୍କୁ ପବ୍ଲିକ ରିଲେସନ ଓ ହ୍ୟୁମାନ ରସୋର୍ସ ଡ଼େଭଲପମେଣ୍ଟ ସମ୍ମାନ ପ୍ରଦାନ କରାଯାଇଛି । ସେହିପରି ୨୦୨୩ ମସିହାରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନ ହାସଲ କରିଥିବା ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ର ଅଂଶୁମାନ ସାହୁଙ୍କୁ ‘ରବି ନାରାୟଣ ମହାନ୍ତି ସ୍ମାରକୀ ସମ୍ମାନ-୨୦୨୪’, ବାଲେଶ୍ୱରସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ଛାତ୍ରୀ ସୁପ୍ରିୟା ପ୍ରଧାନଙ୍କୁ ‘ପ୍ରଦ୍ୟୁମ୍ନ ବଳ ସ୍ମାରକୀ ସମ୍ମାନ-୨୦୨୪’, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଛାତ୍ର ସ୍ତୁତି ରଞ୍ଜନ ପ୍ରଧାନଙ୍କୁ ଗୋପାଳ ମିଶ୍ର ସ୍ମାରକୀ ସମ୍ମାନ-୨୦୨୪, ରେଭେନ୍ସା ବିଶ୍ୱବିଦ୍ୟାଳୟର ଛାତ୍ରୀ ରିନି ସିହ୍ନାଙ୍କୁ ‘ରାମହରି ମିଶ୍ର ସ୍ମାରକୀ ସମ୍ମାନ-୨୦୨୪’, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀ କୁମାରୀ ଶିଭାନୀଙ୍କୁ ‘ବରେନ୍ଦ୍ରକୃଷ୍ଣ ଧଳ ସ୍ମାରକୀ ସମ୍ମାନ-୨୦୨୪’, ଢେଙ୍କାନାଳ ସ୍ଥିତ ଆଇଆଇଏମଏସର ଓଡ଼ିଆ ବିଭାଗ ଛାତ୍ର ସୂରଜ କୁମାର ବେହେରାଙ୍କୁ ‘ଦିଲ୍ଲୀପ ଶତପଥୀ ସ୍ମାରକୀ ସମ୍ମାନ-୨୦୨୪’ ଏବଂ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ତପସ୍ୟା ପତିଙ୍କୁ ‘ଅରିନ୍ଦମ୍ ଦାଶ ସ୍ମାରକୀ ସମ୍ମାନ-୨୦୨୪’ ସମ୍ମାନରେ ସମ୍ମାନିତ କରାଯାଇଛି । ଏହା ବ୍ୟତୀତ ରାଜ୍ୟର ୩୩ଜଣ ବରିଷ୍ଠ ସାମ୍ବାଦିକ ଅର୍ଜୁନ ରଞ୍ଜନ ପଣ୍ଡା, ମହେଶ୍ୱର ମୂଳିଆ, ଦୁଲାଲ ମିଶ୍ର, ସୁରେନ୍ଦ୍ର ସାହୁ, ପ୍ରଦୋଷ ପଟ୍ଟନାୟକ, ପ୍ରଶାନ୍ତ କୁମାର ପଟ୍ଟନାୟକ, ପ୍ରବୋଧ କୁମାର ମିଶ୍ର, ସାରଦା ପ୍ରସନ୍ନ ନନ୍ଦ, ଶରତ ଚନ୍ଦ୍ର ଦାଶ, ସୁବାସ ଚନ୍ଦ୍ର ପଟ୍ଟନାୟକ, ଅକ୍ଷୟ କୁମାର ପତି, ହଳଧର ଧୀର, ରମେଶ ଚନ୍ଦ୍ର ମହାନ୍ତି, ସେକ୍ ଅବଦୁଲ ମନାନ, ଗୋଲକ ସୂତାର, ଭାଗବତ ତ୍ରିପାଠୀ, ବସନ୍ତ କୁମାର ଦାଶ, ଶ୍ରୀରାମ ଦାଶ, ଗୁରୁ କଲ୍ୟାଣ ମହାପାତ୍ର, ବାଉରୀବନ୍ଧୁ ମହାରଣା, ସୁଜ୍ଞାନ ଚୌଧୁରୀ, ରବି ରଥ, ଗୌରାଙ୍ଗ ଚରଣ ହୋତା, ତି୍ରଲୋଚନ ମହାପାତ୍ର, ଅମ୍ବିକା କାନୁନଗୋ, ପ୍ରସନ୍ନ କୁମାର ନାୟକ, ସୁବାସ ପାଣିଗ୍ରାହୀ, ସତ୍ୟ ରାୟ, ଶିବରାମ ଦାସ, ଦିବାକର ପ୍ରଧାନ, ପଦ୍ମନାଭ ଜେନା, ପରେଶ ଦାସ, ରବି ସ୍ୱାଇଁଙ୍କୁ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ପେନସନ ପ୍ରଦାନ କରାଯାଇଛି । ଅପରାହ୍ନ ଅଧିବେଶନରେ ‘ଗଣମାଧ୍ୟମର ପରିବର୍ତ୍ତନଶୀଳତା’ ଶୀର୍ଷକ ଉପରେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା । ଏହି ଆଲୋଚନାଚକ୍ରରେ ରାଜସ୍ୱ, ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ, ସତ୍ୟ ପରିବେଷଣ ସହଜ ନୁହେଁ । ଏ କ୍ଷେତ୍ରରେ ଆକ୍ରୋଶର ଶିକାର ହେବାକୁ ହିଁ ପଡ଼ିବ। ଗଣତନ୍ତ୍ରର ତିନିସ୍ତମ୍ଭ ଠାରୁ ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମର ବିଶ୍ଲେଷଣ ଶକ୍ତି ଅଧିକ ବୋଲି ସେ ମତବ୍ୟକ୍ତ କରିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ, ବର୍ତ୍ତମାନ ସମୟରେ ଗଣମାଧ୍ୟମ ମିଛ ଠାରୁ ଦୂରେଇ ରହିବା ଉଚିତ୍ । ‘ସମ୍ବାଦ’ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ସାମ୍ବାଦିକ ହେବାପାଇଁ ସଂକଳ୍ପ ନେଇଥିବା ଛାତ୍ରଛାତ୍ରୀମାନଙ୍କୁ ଏ ବୃତ୍ତି ସମ୍ପର୍କରେ ସମୀକ୍ଷା କରିବା ଆବଶ୍ୟକ ବୋଲି କହିଥିଲେ। ଆକାଶବାଣୀ ଓ ଦୂରଦର୍ଶନ କେନ୍ଦ୍ରର ପୂର୍ବତନ ଉପନିର୍ଦ୍ଦେଶକ ସୁଧାଂଶୁ ଶେଖର ଧଡ଼ା, ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର କାର୍ଯ୍ୟକାରୀ ସଭାପତି ଶ୍ରୀରାମ ଦାଶ, ୟୁଟି ମିରର ସମ୍ପାଦକ ସନ୍ତୋଷ ପାଣ୍ଡେ, ଓୟୁଜେର ସଭାପତି ପ୍ରସନ୍ନ କୁମାର ମହାନ୍ତି, ୟୁଜେଏର ସଭାପତି ବିଭୂତି ଭୂଷଣ କର, ଆଇଓଡବ୍ଲ୍ୟୁର ସଭାପତି ଭାଗବତ ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ସନ୍ଦିପ ସାହୁ, ସନ୍ଦିପ ମିଶ୍ର, ରମେଶ ଚନ୍ଦ୍ର ମହାନ୍ତି, ପ୍ରତିଦିନର ସମ୍ପାଦକ ସୁଧୀର ପଣ୍ଡା, ରବି ରଥ ଓ ଅକ୍ଷୟ ସାହୁ ଏବଂ ଅମିତ୍ କଲେଜର ପ୍ରିନ୍ସପାଲ୍ ଲିଙ୍ଗରାଜ ପାତ୍ର, ନିର୍ଦ୍ଦେଶକ ତ୍ରିଦେବ ନାରାୟଣ ମହାନ୍ତି ପ୍ରମୁଖ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଉତ୍କଳ ସଂଗୀତ ମହାବିଦ୍ୟାଳୟ ଓ ଦୂରଦର୍ଶନ କେନ୍ଦ୍ର ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମନୋଜ ପ୍ରଧାନ, ଗୌରଚନ୍ଦ୍ର ମହାପାତ୍ର, ପ୍ରଭାସ ରଞ୍ଜନ ଦାସ ପ୍ରମୁଖ ସଂଚାଳନ କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech