ଭୂବନେଶ୍ୱର, ୨୭/୦୧ : ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ । ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।