ମୟୂରଭଞ୍ଜରେ ୩୭୫ କୋଟିର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଉପଖଣ୍ଡରେ ୩୭୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ କାର୍ଯ୍ୟକାରୀ ହୋଇଥିବା ୫୨ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି।

ପ୍ରାୟ ୨୭୫ କୋଟି ଟଙ୍କା ବିନିମୟରେ ୧୦୬ଟି ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି।ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ବିଭାଗର ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ବିକାଶରେ ଏକ ନୂତନ ଅଧ୍ୟାୟ ଯୋଡ଼ିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ପ୍ରକଳ୍ପ ମାନଙ୍କ ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନ ସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା ଆଦି ଅନେକ ପ୍ରକଳ୍ପ ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗୀକୃତ ହେବ। ବିଶେଷ ଭାବରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉଦଳା ସହିତ ମୋର ସମ୍ପର୍କ ଅତି ନିବିଡ଼ ଓ ନିଆରା। ବିଧାୟକ ହେବା ପୂର୍ବରୁ ମଧ୍ୟ ଏଇ ମାଟି ସହିତ ମୋର ଅତି ଘନିଷ୍ଠ ସମ୍ପର୍କ ରହିଛି । ଏହି ମାଟିର ଭାଷା, ସଂସ୍କୃତି, ପରମ୍ପରା ସହିତ ମୁଁ ଓତଃପ୍ରୋତ ଭାବେ ଜଡିତ। ମୟୂରଭଞ୍ଜକୁ ମୋର ଦ୍ଵିତୀୟ ଘର କହିଲେ ଅତ୍ୟୁକ୍ତି ହେବ ନାହିଁ। ଏ ମାଟିର ମୂଳ ଓ ସ୍ଥାୟୀ ଅଧିବାସୀ ଭାବରେ ଗଣ୍ୟ ଆଦିବାସୀ ସଂପ୍ରଦାୟଙ୍କ ଲୋକ କଳା, ଚଳଣି ଓ ପରମ୍ପରା ଅତି ସମୃଦ୍ଧ। ଓଡିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି । ଓଡିଶାର କଳା ଜଗତକୁ ମୟୂରଭଞ୍ଜ ଜିଲ୍ଲାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୟୂରଭଞ୍ଜର ଛଉ ନୃତ୍ୟ ବିଶ୍ୱ ପ୍ରସିଦ୍ଧ । ଅନେକ ଆଦିବାସୀ ନୃତ୍ୟ କଳା ଓ ସଂଗୀତ ମଧ୍ୟ ଓଡିଶା ମାଟିକୁ ସମୃଦ୍ଧ କରିଛି ।ସେ ପରୋକ୍ଷରେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଆଜି ଆମ ରାଜ୍ୟ ଓଡିଶା ପାଇଁ ସରକାର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମାଧୋ ସିଂ ଛାତ୍ରବୃତ୍ତି ଯୋଜନା, ଆୟୁଷ୍ମାନ ଭାରତ- ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ନୂତନ ଶିକ୍ଷାନୀତି ପରି ଯୋଜନା। ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଜଗନ୍ନାଥ ଦର୍ଶନ ସେବା, ମଡେଲ ମଣ୍ଡି ପରି ନୂତନ ଯୋଜନାର ପରିକଳ୍ପନା କରାଯାଇଛି।ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ନିର୍ବାଚିତ ଲୋକପ୍ରତିନିଧି ସିଧାସଳଖ ଭାବରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଓ ପ୍ରତିବିଧାନର ପ୍ରୟାସ କରୁଛନ୍ତି । ରାଜଧାନୀ ଭୁବନେଶ୍ୱରରେ ଜନ ଶୁଣାଣି କରୁଛୁ। ଭବିଷ୍ୟତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ଶୁଣାଣି ହେବ। ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଜୋର‍ଦାର ଉଦ୍ୟମ ଆରମ୍ଭ ହୋଇଛି । ଦେଶ ଓ ରାଜ୍ୟର ଏହି ମହାନ୍ ଲକ୍ଷ୍ୟ ପୂରଣରେ ମୟୂରଭଞ୍ଜର ମଧ୍ୟ ବିଶେଷ ଭୂମିକା ରହିବ । ସେହି ସ୍ଵପ୍ନକୁ ବାସ୍ତବତାର ରୂପ ଦେବାପାଇଁ ‘ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ’ ଧାରାରେ ସାଥି ହୋଇ ବିଶ୍ୱାସର ସେତୁ ବନ୍ଧ ତିଆରି କରିବା ପାଇଁ ଆହ୍ୱାନ ଦେଇଥିଲେ ।ଏହି କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଓ ଉପସ୍ଥିତ ସମସ୍ତ ସାଂସଦ, ବିଧାୟକ, ଅଧିକାରୀ ଏବଂ ଜନସାଧାରଣ ମୟୂରଭଞ୍ଜ ମାଟିର ସନ୍ତାନ ତଥା କିମ୍ବଦନ୍ତୀ ଓଡ଼ିଆ ସିନେ ଅଭିନେତା ସ୍ୱର୍ଗତଃ ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୧ ମିନିଟ ନିରବ ପ୍ରାର୍ଥନା କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦଳା ଅଂଚଳର ହୀରା ସିଂ ଓ ଗଣେଶ୍ୱର ସିଂଙ୍କୁ ସରକାରଙ୍କର ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପକ୍ଷରୁ ଏକ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବିଧାୟକ ବାରିପଦା ପ୍ରକାଶ ସୋରେନ, ବିଧାୟକ ବଡ଼ସାହି ସନାତନ ବିଜୁଳି, ବିଧାୟକ ସାରସକଣା ଭାଦବ ହାଁସଦା, ବିଧାୟକ ବଙ୍ଗିରିପୋଷି କୁମାରୀ ସଞ୍ଜଳୀ ମୁର୍ମୁ, ବିଧାୟକ ପାଟଣା, ଅଖିଳ ଚନ୍ଦ୍ର ନାୟକ, ଏବଂ ବିଧାୟକ ତେଲକୋଇ ଡଃ ଫକୀର ମୋହନ ନାଏକ, ଉଦଳା ବିଧାୟକ ଭାସ୍କର ମଢେଇ, ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech