ତାଳଚେର ପି ଏମ ଆଇ ଟି ଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଏକାଦଶାହରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗଦେଇ, ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ରାଜନାଥ ସିଂହ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂହ ଚୌହାନ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

June 27, 2026/
No Comments


