ଜେଏସପି ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ; ପ୍ଲାଷ୍ଟିକ ହ୍ରାସ ଓ ସବୁଜ ଭବିଷ୍ୟତ ଉପରେ ଗୁରୁତ୍ୱ

ଜେଏସପି ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ; ପ୍ଲାଷ୍ଟିକ ହ୍ରାସ ଓ ସବୁଜ ଭବିଷ୍ୟତ ଉପରେ ଗୁରୁତ୍ୱ

ଅନୁଗୁଳ; ୦୫.୦୬.୨୫: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ପକ୍ଷରୁ ଅନୁଗୁଳ ପ୍ଲାଣ୍ଟ ପରିସରରେ ବେଶ ଉତ୍ସାହର ସହ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । “ବିଟ୍ ପ୍ଲାଷ୍ଟିକ ପଲ୍ୟୁସନ’’ ବା “ପ୍ଲାଷ୍ଟିକ୍ ପ୍ରଦୂଷଣକୁ ପରାସ୍ତ କରନ୍ତୁ’’; ଏହି ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ଲାଣ୍ଟ ପରିସରରେ ମିନି ମାରାଥନ, ବୃକ୍ଷରୋପଣ ସମେତ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ରାଜ୍ୟ ପ୍ରଦୂଷଣ ବୋର୍ଡର ବୈଜ୍ଞାନିକ ଡ. ପ୍ରଫୁଲ୍ଲ କୁମାର ବେହେରା, ଜେଏସପିର ସଭାପତି (ଇସ୍ପାତ ଓ ଉପଯୋଗୀତା) ଶ୍ରୀ ଅତୁଲ ଦୁବେ, ମୁଖ୍ୟ ମାନବ ସମ୍ବଳ ଅଧିକାରୀ ଶ୍ରୀ ଦିଲ୍ଲୀପ ସିହ୍ନା, ଯୋଗଗୁରୁ ସ୍ୱାମୀ ସତ୍ୟବିନ୍ଦୁ ସରସ୍ୱତୀ, ସମସ୍ତ ବିଭାଗୀୟ ମୁଖ୍ୟ, କର୍ମଚାରୀ, ସେମାନଙ୍କ ପରିବାର ଓ ସ୍ଥାନୀୟ ଜନସାଧାରଣ ଅଂଶଗ୍ରହଣ କରିଥିଲେ।“ପରିବେଶ ପାଇଁ ଦୌଡ଼”ରୁ ବିଶ୍ୱ ପରିବେଶ ଦିବସ ପାଳନ ଆରମ୍ଭ ହୋଇଥିଲା। ଶ୍ରୀ ଅତୁଲ ଦୁବେ ସବୁଜ ପତାକା ଦେଖାଇ ଏହି ଗଣଦୌଡ଼ର ଶୁଭାରମ୍ଭ କରିଥିଲେ ।

ଏହା ପରେ ବୃକ୍ଷରୋପଣ କରାଯାଇଥିଲା; ଯେଉଁଥିରେ ୫ଶହରୁ ଅଧିକ ଚାରା ରୋପଣ କରାଯାଇଥିଲା ।ଏହି ଅବସରରେ ଜେଏସପି ଅଧ୍ୟକ୍ଷ ତଥା ତୃତୀୟ ଥର ପାଇଁ କୁରୁକ୍ଷେତ୍ରରୁ ନିର୍ବାଚିତ ମାନ୍ୟବର ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୋସିଆଲ ମିଡ଼ିଆ ପୋଷ୍ଟରେ ଲେଖିଛନ୍ତି; “ପ୍ଲାଷ୍ଟିକ ପ୍ରଦୂଷଣର ପ୍ରଭାବ ସୂଦୂରପ୍ରସାରୀ । ଏହା ଗୁରୁତର ଭାବେ ଆମ ପରିବେଶକୁ ପ୍ରଭାବିତ କରେ ଏବଂ ଏହାର ଉତ୍ପାଦନ ଓ ବ୍ୟବହାର ଅଙ୍ଗାରକାମ୍ଳ ନିର୍ଗମନ ବୃଦ୍ଧି କରେ। ତେଣୁ ଏକକ-ବ୍ୟବହୃତ ପ୍ଲାଷ୍ଟିକର ବ୍ୟବହାର ହ୍ରାସ କରିବା, ପୁନଃବ୍ୟବହାରଯୋଗ୍ୟ ବିକଳ୍ପଗୁଡ଼ିକୁ ବାଛିବା ସହ ସ୍ଥାୟୀ ବିକଳ୍ପକୁ ଗୁରୁତ୍ୱଦେଲେ ଆମେ ଏକ ଅର୍ଥପୂର୍ଣ୍ଣ ପରିବର୍ତ୍ତନ ଆଣିପାରିବା”।ରାଜ୍ୟ ପ୍ରଦୂଷଣ ବୋର୍ଡର ବୈଜ୍ଞାନିକ ଡ. ପ୍ରଫୁଲ୍ଲ କୁମାର ବେହେରା, ପରିବେଶ ଦିବସର ପୃଷ୍ଠଭୂମି ଓ ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ପରିବେଶ ସୁରକ୍ଷା ପାଇଁ ଆଇନଗତ ଆବଶ୍ୟକତା ପାଳନ କରିବା ଉପରେ ପ୍ରାଧାନ୍ୟ ଦେଇଥିଲେ । ଶ୍ରୀଯୁକ୍ତ ଅତୁଲ ଦୁବେ ସମସ୍ତଙ୍କୁ ଦାୟିତ୍ୱବାନ ହେବାକୁ ଏବଂ ନିଜ କର୍ତ୍ତବ୍ୟପ୍ରତି ସଚେତନ ହେବାକୁ ପରାମର୍ଶ ଦେବା ସହ ଆଗାମୀ ପିଢ଼ି ପାଇଁ ଏକ ସୁସ୍ଥ ଓ ସବୁଜ ପରିବେଶ ଛାଡ଼ି ଯିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।ପରିବେଶ ସୁରକ୍ଷା ସମ୍ପର୍କରେ ସଚେତନ କରିବା ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ, ତିନୋଟି ବର୍ଗରେ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା । ସେହିପରି ଜେଏସପି କର୍ମଚାରୀଙ୍କ ଗୃହିଣୀମାନଙ୍କୁ ନେଇ ପରିବେଶ ସଚେତନତା ସମ୍ପର୍କିତ କୁଇଜ ଓ ପ୍ରବନ୍ଧ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଚିତ୍ରାଙ୍କନ, କୁଇଜ୍, ପ୍ରବନ୍ଧ ଏବଂ ଗଣଦୌଡ଼ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା ।ଜିନ୍ଦଲ ନଗର ଟାଉନସିପ ବ୍ୟତୀତ ଉତ୍କଳ-ସି ଖଣି ଅଂଚଳରେ ମଧ୍ୟ ବିଶ୍ୱପରିବେଶ ଦିବସ ପାଳନ କରାଯିବା ସହ ଇଟିପି ପ୍ଲାଣ୍ଟ ଉଦଘାଟନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜେଏସପିର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଜାମୁନାଳୀର କୃଷକ ପ୍ରଶିକ୍ଷଣ କେନ୍ଦ୍ରରେ ମଧ୍ୟ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ପ୍ରକୃତିକ ପଦ୍ଧତିରେ ଚାଷ କରୁଥିବା ୪୦ ଜଣ ଚାଷୀ ସୁସ୍ଥ ପରିବେଶ ପାଇଁ ଶପଥ ଗ୍ରହଣ କରିବା ସହ ବୃକ୍ଷ ରୋପଣ କରିଥିଲେ। ଏଥିରେ ଗ୍ରାମର ମୁଖିଆଙ୍କ ସମେତ ସରପଞ୍ଚ ଓ ପ୍ରଗତିଶୀଳ ଚିନ୍ତାଧାରାର ଅନେକ ନେତୃସ୍ଥାନୀୟ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech