ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।
ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ’। ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିବ । ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା ବୋଲି କହିଲେ ମନ୍ତ୍ରୀ ।

All rights reserved. Designed by Inter Softech