ପଶ୍ଚିମବଙ୍ଗ ଦୀଘାରେ ଆଜି ଇସ୍କନ୍ ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ପୂର୍ବାହ୍ନ ୯ଟାରେ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ସାଢ଼େ ୧୧ଟା ବେଳେ ଶ୍ରୀଜିଉମାନେ ରଥାରୂଢ଼ ହୋଇଥିଲେ। ଅପରାହ୍ଣ ସାଢ଼େ ୨ଟାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା।

All rights reserved. Designed by Inter Softech