ବାହୁଡିଲେ ଶ୍ରୀ ଦଧିବାମନ

ବାହୁଡିଲେ ଶ୍ରୀ ଦଧିବାମନ

ଭଟଲି,୫ା୭(ଅଭିମନ୍ୟୁ ପଧାନ):ପଶ୍ଚିମ ଓଡିଶା ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମ ଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶନିବାର ସମ୍ପନ୍ନ ହୋଇଯାଇଛି । ଜଗତର ନାଥ ମହାପ୍ରଭୁ ଦଧିବାମନ ମାଉସୀ ମାଁ ମନ୍ଦିରସ୍ଥ ଜନ୍ମବେଦୀ(ଆଡ଼ପମଣ୍ଡପ) ଛାଡ଼ି ରଥାଋଢ଼ ହୋଇ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ । ଏହିଯାତ୍ରା ପାଇଁ ଶୁକ୍ରବାର ମଧ୍ୟରାତ୍ରିରେ ପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କୁ ତାଙ୍କର ଅତି ପ୍ରିୟ ପୁଡ଼ାପୀଠାଭୋଗ ଲାଗି କରାଯାଇଥିଲା । ବିରହବିଧୁରା ମହାଲକ୍ଷ୍ମୀଙ୍କୁ ହେରାପଞ୍ଚମୀ ଅବସରରେ ଶ୍ରୀ ମନ୍ଦିର ଫେରିବା ପ୍ରତିଶୃତି ଦେଇଥିବାରୁ ଶନିବାର ପ୍ରତ୍ୟୁଷରୁ ପ୍ରଭୁଙ୍କ ଦୈନିକ ପୂଜାନୀତି ତଥା ପହଡ଼ଭଙ୍ଗ, ଦ୍ୱାରଫିଟା ନୀତି, ମଙ୍ଗଳପ୍ରଦୀପ, ସୁର୍ଯ୍ୟପୂଜା, ଅବକାଶ ନୀତି, ମଇଲମ ଓ ବେଶ ପରିବର୍ତ୍ତନ, ଗୋପାଲବଲ୍ଲଭ ଭୋଗ ଲାଗି, ଦ୍ୱାରପାଳ ପୂଜା, ରୋଷ ପୂଜା, ସକାଲଧୂପ ଅନୁଷ୍ଠିତ ହେବାପରେ ପ୍ରଭୁଙ୍କ ସାହାଣମେଲା ଅନୁଷ୍ଠିତ ହୋଇଥିଲା । ଏହାପରେ ଦଧିବାମନଙ୍କ ବାହୁଡ଼ାଯାତ୍ରା ପାଇଁ ପହଣ୍ଡିପୂଜା ହୋଇଥିଲା । ପହଣ୍ଡିପୂଜା ଓ ମଙ୍ଗଳାର୍ପଣ ଶେଷ ହେବାପରେ ପ୍ରାୟ ଦିନ ଗୋଟାଏରେ ପହଣ୍ଡି ଆରମ୍ଭ ହୋଇଥିଲା । ଭଟଲି ଗୌନ୍ତିଆଙ୍କ ଦ୍ୱାରା ଛେରାପହରା ଆରମ୍ଭ ହେବା ସହ ପ୍ରଭୁ ରଥଦାଣ୍ଡ ପଡିଆରେ ଅପେକ୍ଷା କରି ରହିଥିବା ନନ୍ଦିଘୋଷ ରଥ ନିକଟକୁ ଅଗ୍ରସର ହୋଇଥିଲେ । ମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପ୍ରଭୁ ଶ୍ରୀ ଶ୍ରୀ ଦଧିବାମନ ପୁରୋହିତଙ୍କ କର ଦୋଳିରେ ହଳି ହଳି ଝୁଳି ଝୁଳି ମାଉଁସୀ ମାଁ ମନ୍ଦିରରୁ ରଥ ନିକଟକୁ ପହଣ୍ଡ ପହଣ୍ଡ ହୋଇ ଆସିଥିଲେ । ଶ୍ରଦ୍ଧାଳୁ ଭକ୍ତଙ୍କ ହୁଳହୁଳି, ହରିବୋଳ, ଘଣ୍ଟ, ଶଙ୍ଖ ଧ୍ୱନିରେ ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା । ଭକ୍ତମାନେ କିଏ ଛତ୍ର, କିଏ ଚନ୍ଦ୍ରାତାପ, କିଏ ଆଳଟ, କିଏ ଚାମର ଧରି ପ୍ରଭୁଙ୍କ ସେବାରେ ଲାଗିପଡ଼ିଥିଲେ । ପ୍ରଭୁଙ୍କ ସମ୍ମୁଖରେ ଅନେକ ସଂକୀର୍ତ୍ତନ୍ୟ ଦଳ, ସମ୍ପ୍ରଦା ଦଳ, ବ୍ୟାଣ୍ଡବାଜା ପାର୍ଟି ପ୍ରମୁଖ ନିଜନିଜର କଳା ପ୍ରଦର୍ଶନ ପୂର୍ବକ ପ୍ରଭୁଙ୍କୁ ଆଗେଇ ନେଇଥିଲେ । ଏହି ପହଣ୍ଡି ବିଜୟ ସମୟରେ ଝିପି ଝିପି ବର୍ଷା ଲାଗିରହିଥିବା ପରେ ମଧ୍ୟ ରଥଦାଣ୍ଡ ପଡିଆରେ ପ୍ରବଳ ଭକ୍ତଙ୍କ ସମାଗମ ଦେଖିବାକୁ ମିଲିଥିଲା । ପରେ ପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କୁ ରଥରେ ବେଶ କରାଯାଇ ପୂଜାପାଠ ସହ ମଙ୍ଗଳ ଆଳତୀ କରାଯାଇଥିଲା । ଆଳତୀ ପରେ ନବଜନ୍ମିତ ଶିଶୁ ମାନଙ୍କୁ ପରମ୍ପରା ଅନୁଯାୟୀ ରଥଛୁଆଁ ଯାଇଥିଲା । ଏହାସହ ରଥରେ ଘୋଡ଼ଯଚାହୋଇ ଡାହୁକ(ସାରଥୀ) ତାର ଗୀତ ବୋଳିବା ପରେ ସନ୍ଧ୍ୟାରେ ରଥ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଥିଲା । ଶ୍ରଦ୍ଧାଳୁ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପରିମାଣର ପୋଲିସ ସୁରକ୍ଷାବଳୟ ମଧ୍ୟରେ ରଥଟଣା ହୋଇଥିଲା । ରଥ ଉପରେ ପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କୁ ମଙ୍ଗଳ ଆଳତୀ କରାଯାଇଥିଲା । ଏହି ପ୍ରସିଦ୍ଧ ରଥଯାତ୍ରା ଦେଖିବା ତଥା ରଥାଋଢ଼ ଦଧିବାମନଙ୍କୁ ଦର୍ଶନ କଲେ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ୱାସ ଥିବାରୁ ପଶ୍ଚିମ ଓଡ଼ିଶା ସମେତ ପଡ଼ୋଶୀ ଛତିଶଗଡ ରାଜ୍ୟରୁ ପ୍ରବଳ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା । ତେବେ ରଥ ରାତିରେ ରଥଖଳାରେ ପହଞ୍ôଚଥିଲା ଓ ତାପରେ ରଥ ଉପରେ ପ୍ରଭୁଙ୍କ ଶେଷ ପୂଜା ନୀତି ସମାପନ କରାଯାଇଥିଲା । ରବିବାର ପ୍ରଭୃ ଶ୍ରୀ ଶ୍ରୀ ଦଧିବାମନ ପ୍ରଥମ ଥର ପାଇଁ ରଥ ଉପରେ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବାର କାର୍ଯ୍ୟକ୍ରମ ରହିଛି । ରଥଯାତ୍ରା ପାଳନ କମିଟୀର ସଭାପତିଙ୍କ ସହିତ ପ୍ରମୁଖ ସଦସ୍ୟ ଉପସ୍ଥିତ ରହି ରଥଯାତ୍ରା ମହୋତ୍ସବକୁ ସୁରୁଖୁରୁରେ ସମାପନ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech