ମନ୍ତ୍ରିମଣ୍ଡଳ ସଂପ୍ରସାରଣ.ପ୍ରଭାବଶାଳୀ ଗୋଷ୍ଠୀର ପକ୍ଷଛେଦନ!

ଭୂବନେଶ୍ବର: ଆଉ ଦିନ କେଇଟା ଅପେକ୍ଷା । ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ । ରାଜ୍ୟ ବିଜେପି ସଭାପତି ହେବା ପରେ ଏନେଇ ଇସାରା କରିଛନ୍ତି ମନମୋହନ ସାମଲ । ଏହାପରଠୁ ମନ୍ତ୍ରିମଣ୍ଡଳରୁ ବାଦ ପଡିବା ଆଶଙ୍କାରେ ଥିବା ମନ୍ତ୍ରୀଙ୍କ ହାର୍ଟବିଟ୍ ବଢିଛି । ସେପଟେ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଜୋରଦାର ହେଲାଣି । ଅନ୍ଦର ମହଲର ସୂଚନା ଅନୁସାରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ବେଳେ ବିଜେପିର ପ୍ରଭାବଶାଳୀ ଗୋଷ୍ଠୀର ପକ୍ଷଛେଦନ କରାଯାଇପାରେ ।

ସରକାର ଗଠନ ପରଠୁ ରାଜ୍ୟ ବିଜେପିର ଗୋଷ୍ଠୀ କନ୍ଦଳ ଚର୍ଚ୍ଚାରେ ରହିଛି । ଅନେକ ଥର ଗୋଷ୍ଠୀ କନ୍ଦଳକୁ ନେଇ ସରକାରଙ୍କୁ ସମାଲୋଚନା କରାଯାଇଛି । ତେଣୁ ପ୍ରଭାବଶାଳୀ ଗୋଷ୍ଠୀକୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ବେଳେ ସାଇଡଲାଇନ୍ କରାଯାଇପାରେ ବୋଲି କୁହାଯାଉଛି ।ବାଦ ପଡିବେ ୩ରୁ ୪ ମନ୍ତ୍ରୀ !କେମିତି ହେବ ନୂଆ ମନ୍ତ୍ରିମଣ୍ଡଳର ରୂପରେଖ ? ଚର୍ଚ୍ଚା ହେଉଛି, ଅଧିକାଂଶ ମନ୍ତ୍ରୀଙ୍କ କାମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସନ୍ତୁଷ୍ଟ ନାହାନ୍ତି । ସ୍ବାସ୍ଥ୍ୟ, ଆଇନ, ଯୋଗାଣ, ଉଚ୍ଚଶିକ୍ଷା ପରି ବିଭାଗ ଗତ ବର୍ଷକ ମଧ୍ୟରେ ବିବାଦକୁ ଆସିଛି । ଏହାସହ ୬ମନ୍ତ୍ରୀପଦ ଖାଲି ରହିଥିବାରୁ ଅନେକ ମନ୍ତ୍ରୀଙ୍କ ପାଖରେ ଏକାଧିକ ବିଭାଗ ରହିଛି । ଏହାର ପ୍ରଭାବ ସେମାନଙ୍କ କାର୍ଯ୍ୟ ଦକ୍ଷତା ଉପରେ ପଡୁଛି। ତେଣୁ ବିଭାଗ ବଣ୍ଟନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ନିଷ୍ପତ୍ତି ନେଇପାରନ୍ତି । ଉଭୟଙ୍କ ମଧ୍ୟରେ ମନ୍ତ୍ରିମଣ୍ଡଳ ରୂପରେଖ ନେଇ ପ୍ରାଥମିକ ଆଲୋଚନା ହୋଇଥିବା କୁହାଯାଉଛି । ପ୍ରତି ଲୋକସଭାକୁ ପ୍ରତିନିଧିତ୍ବ ସାଙ୍ଗକୁ ମହିଳାଙ୍କୁ ଅଧିକ ଭାଗିଦାରୀ ନେଇ ଚର୍ଚ୍ଚା ହୋଇଥିବା କୁହାଯାଉଛି ।ବୋର୍ଡ, ନିଗମ ପାଇଁ ଲବିବର୍ଷେ ହେଲା ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ ମନ୍ତ୍ରୀ ପଦ ଖାଲି ପଡିଥିବା ବେଳେ ବୋର୍ଡ, ନିଗମ, ଏକାଡେମୀ ଓ କମିଶନରେ ଏପର୍ଯ୍ୟନ୍ତ ନିଯୁକ୍ତି କରିପାରି ନାହାନ୍ତି ରାଜ୍ୟ ସରକାର । ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସହ ଏସବୁ ପଦ ବି ପୂରଣ କରିବା ନେଇ ନିଷ୍ପତ୍ତି ନିଆଯିବ। ଗତ ବର୍ଷେ ହେଲା ଗୋଷ୍ଠୀ କନ୍ଦଳ, ଲବି ରାଜନୀତି ପାଇଁ ଏସବୁ ପଦ ପୂରଣ ହୋଇ ପାରିନଥିବା କୁହାଯାଉଛି । ତେବେ ମନମୋହନ ସାମଲ ପୁଣି ରାଜ୍ୟ ସଭାପତି ହେବା ପରେ ଏନେଇ ନିଷ୍ପତ୍ତି ନିଆଯିବ । ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଚୂଡାନ୍ତ ନିଷ୍ପତ୍ତି ନେଇପାରନ୍ତି । ଏହାପରେ ନିଗମ, ବୋର୍ଡ ପଦ ପୂରଣ କରାଯିବ ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି ।ପ୍ରଭାବଶାଳୀ ଗୋଷ୍ଠୀର ପକ୍ଷଛେଦନ !ବିଜେପି ସରକାର ଗଠନ କରିବା ପରଠୁ ଦଳର ଏକ ପ୍ରଭାବଶାଳୀ ଗୋଷ୍ଠୀର ଅନଧିକୃତ ହସ୍ତକ୍ଷେପ ନେଇ ଚର୍ଚ୍ଚା ହୋଇଆସୁଛି । ରଥଯାତ୍ରା ମହାବିଭ୍ରାଟ ହେଉ କି ବିଏମସି ଅଧିକାରୀଙ୍କୁ ମାଡ଼ ମରା ଘଟଣା, ବିଜେପିର ଗୋଷ୍ଠୀ କନ୍ଦଳ ପଦାରେ ପଡିଛି । ଦଳର ନେତାଙ୍କ ବୟାନ ଉଭୟ ବିଜେପି ଓ ରାଜ୍ୟ ସରକାରଙ୍କୁ ଅଡୁଆରେ ପକାଇଛି । ଏପରିକି ସଂପୃକ୍ତ ଗୋଷ୍ଠୀର ନେତା ଜାଣିଶୁଣି ସରକାରଙ୍କୁ ଅକଳରେ ପକାଇବାକୁ ଉଦ୍ୟମ କରୁଥିବା ବି କୁହାଯାଉଛି । ତେଣୁ ଚର୍ଚ୍ଚା ହେଉଛି, ମନମୋହନ ସାମଲ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମିଶି ପ୍ରଭାବଶାଳୀ ଗୋଷ୍ଠୀର ନେତାଙ୍କୁ ସାଇଡ୍ ଲାଇନ୍ କରିବାକୁ ବଡ଼ ନିଷ୍ପତ୍ତି ନେଇପାରନ୍ତି । କାରଣ ବିଜେପି ହାଇକମାଣ୍ଡ ଉଭୟଙ୍କୁ ଓଡିଶା ଦାୟିତ୍ବ ଦେଇଛନ୍ତି ।ରାଜ୍ୟରେ ବିଜେପି ପ୍ରଥମ ଥର ସରକାର ଗଠନ କରିବା ବେଳେ ମୁଖ୍ୟମନ୍ତ୍ରୀ ପଦ ପାଇଁ ରେସରେ ସବୁଠୁ ଆଗରେ ଥିଲେ ପ୍ରଭାବଶାଳୀ ଗୋଷ୍ଠୀର ନେତା । ହେଲେ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରି ବଡ଼ ସରପ୍ରାଇଜ୍ ଦେଇଥିଲେ ବିଜେପି ହାଇକମାଣ୍ଡ । ହେଲେ ସେବେଠାରୁ ସଂପୃକ୍ତ ଗୋଷ୍ଠୀର ହସ୍ତକ୍ଷେପ ଓ ଚାପ ରହିଥିଲା । ଏହାର ପ୍ରଭାବ ମନ୍ତ୍ରିମଣ୍ଡଳରେ ବି ଦେଖିବାକୁ ମିଳିଥିଲା । ଗୋଷ୍ଠୀ କନ୍ଦଳ ନେଇ ଦଳ ବ୍ୟାକଫୁଟକୁ ଯିବା ପରେ ଏବେ ସେହି ଗୋଷ୍ଠୀକୁ ସାଇଡ୍ କରିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଯାହା କିଛି ମନ୍ତ୍ରୀଙ୍କ ଚିନ୍ତା ବଢାଇଥିବା କୁହାଯାଉଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech