କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ ।ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ କହିଲେ ମନମୋହନ ସାମଲ। ‘ସୁଯୋଗ ମିଳିଲେ ବି କଂଗ୍ରେସ କ୍ଷମତାକୁ ଆସି ପାରିବନି’ । ୧୯ ବର୍ଷ ବିରୋଧୀ ଆସନରେ ବସିବା ପରେ ବି କ୍ଷମତାକୁ ଆସି ପାରିଲେନି’ ।
ଆଜି ସେମାନେ ତୃତୀୟରୁ କିପରି ଏକ ନମ୍ବରକୁ ଯିବେ ବୋଲି କହିଲେ ମନମୋହନ ।
ଭୁବନେଶ୍ବର ଏମ୍ସ ବାଜପେୟୀ କରିଥିଲେ, ଦିଲ୍ଲୀ ପରେ ଏହା ଥିଲା ୨ୟ ଏମ୍ସ’ । ମିଥ୍ୟା ଉପରେ କଂଗ୍ରେସ ଦଳ ଆଧାରିତ ବୋଲି କହିଛନ୍ତି ବିଜେପି ସଭାପତି ।ଭ୍ରଷ୍ଟାଚାର, ବ୍ୟଭିଚାର ଯୋଗୁଁ କଂଗ୍ରେସକୁ କେହି ଗ୍ରହଣ କରୁନାହାନ୍ତି’ । ଜଗନ୍ନାଥଙ୍କ ରଥ ତାଙ୍କ ଇଚ୍ଛାରେ ଅଟକେ, ଏମାନଙ୍କ ପାଖରେ କିଛି ମୁଦ୍ଦା ନାହିଁ’ ।



