ଛାତ୍ରୀମାନଙ୍କୁ ସଶକ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ରାଜ୍ୟରେ ଖୋଲିବ ଆଉ ୫ଟି ନୂଆ ମହିଳା NCC ବାଟାଲିୟନ । ଏନେଇ ଓଡ଼ିଶା ଏନସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି ଉଚ୍ଚଶିକ୍ଷା ବିଭାଗ ।
ରାଜ୍ୟର ବର୍ତ୍ତମାନ ଏଏନସିସି କ୍ୟାଡେଟ ସଂଖ୍ୟା ୬୩,୦୦୦ ରହିଥିବା ବେଳେ ଏହାକୁ ୯୦,୦୦୦ କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ।
ଚିଠିରେ କ୍ୟାଡେଟ୍ମାନଙ୍କ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦିଆଯାଇଛି । ତେବେ ନୂଆ ମହିଳା ଏଏନସିସି ବାଟାଲିୟନ ସ୍ଥାପନ ଏହି ଲକ୍ଷ୍ୟକୁ ତ୍ୱରାନ୍ୱିତ କରିବ । ଫଳରେ ଛାତ୍ରୀମାନେ ଉପକୃତ ହୋଇପାରିବେ ।
#NationalNews #RashtriyaSamachar #IndiaUpdates #BharatNews #DeshKiKhabar
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


