ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ଖୁବଶୀଘ୍ର ଏ ନେଇ ନୂଆ ବିଜ୍ଞପ୍ତି ଆସିବ ବୋଲି ରେଭେନ୍ସା ବିଶ୍ୱବିଦ୍ୟାଳୟ ଜନ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି ।
ବିଜ୍ଞପ୍ତି ପ୍ରତ୍ୟାହୃତର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


