ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ । ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି । ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରତି କଲା ଉଚ୍ଚଶିକ୍ଷା ବିଭାଗ । ଏନସିବିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାନସର ଶୁଭାରମ୍ଭ । ନିଶା ସମ୍ପର୍କୀତ ସୂଚନା ପାଇଁ ହେଲପଲାଇନ୍ ନମ୍ବର ଜାରି କରାଯାଇଛି । କ୍ୟାମ୍ପସରେ ମଦ ଦେଖିଲେ ୧୯୩୩କୁ ଫୋନ୍ କରି ସୂଚନା ଦେବାକୁ ପରାମର୍ଶ ।
ଏହି ହେଲ୍ପ ଲାଇନ ନମ୍ବର ଜରିଆରେ ନିଶା ସମ୍ପର୍କିତ ସୂଚନା ଦେଇପାରିବେ ଛାତ୍ରଛାତ୍ରୀ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)


