ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ମିଳିବ ସୁଭଦ୍ରା କିସ୍ତି । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ ।
ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିଲେ ସୁଭଦ୍ରା ମିଳିବନି’ ।କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ- ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନ୍ରୋଲ୍ମେଣ୍ଟ ଚେକ୍ କରିବେ । ଅଗଷ୍ଟ ୯ କିସ୍ତି ମୁଖ୍ୟମନ୍ତ୍ରୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)


