ମନ୍ କି ବାତ୍ରେ କେନ୍ଦୁଝରର ପ୍ରମିଳା ପ୍ରଧାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା । ସଂକୀର୍ତ୍ତନ ଜରିଆରେ ବନାଗ୍ନି ବାବଦରେ ସଚେତନ କରୁଥିବାରୁ ପ୍ରଶଂସା କଲେ ।’କେନ୍ଦୁଝର ଜିଲ୍ଲାରେ ରାଧାକୃଷ୍ଣ ସଂକୀର୍ତ୍ତନ ମଣ୍ଡଳୀ ଅଛି’ । ଏହି ଦଳ ଭକ୍ତି ସହ ପରିବେଶ ସୁରକ୍ଷା ବାବଦରେ ବି ସଚେତନ କରେ ।
ଗାଁ ଗାଁ ବୁଲି ପାରମ୍ପାରିକ ଗୀତରେ ନୂଆ ସନ୍ଦେଶ ଯୋଡ଼ି ସଚେତନ କରନ୍ତି’ । ବନ୍ନାଗ୍ନି ଦ୍ବାରା କଣ କ୍ଷତି ହୁଏ ଲୋକଙ୍କୁ ସଚେତନ କରନ୍ତି ।ମୟୂରଭଞ୍ଜର ସାନ୍ତାଳୀ ଶାଢ଼ୀ ବାବଦରେ ବି କହିଲେ ପ୍ରଧାନମନ୍ତ୍ରୀ । ଜିଲ୍ଲାର ୬୫୦ ଆଦିବାସୀ ମହିଳା ସାନ୍ତାଳୀ ଶାଢ଼ୀକୁ ପୁନରୁଦ୍ଧାର କରୁଛନ୍ତି’ । ମହିଳାମାନେ ହଜାର ହଜାର ଟଙ୍କା ରୋଜଗାର କରୁଛନ୍ତି ବୋଲି କହିଲେ ପ୍ରଧାନମନ୍ତ୍ରୀ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)


