ଭିଜିଲାନ୍ସ ଜାଲରେ R&B ଡିଭିଜନ୍ର ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ରେଡ୍ । ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ର ଚଢ଼ାଉ । କେବଳ ଭୁବନେଶ୍ବରରେ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ।ନୟାଗଡ଼ର ୨ଟି ସ୍ଥାନ, ପୈତୃକ ଗାଁ ଓ ଶ୍ବଶୂର ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛାନ୍ଭିନ୍।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


