ଆଗଷ୍ଟ ୨୯ ଓ ୩୦ରେ ଅନୁସୂଚିତ ଜାତି/ଜନଜାତି ସଂସଦୀୟ କମିଟି ସମ୍ମିଳନୀ । ୧୯୯୪ ପରେ ପ୍ରଥମ କରି ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବ । ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଆସିବେ ପ୍ରତିନିଧି । ସବୁ ବିଧାନସଭା କମିଟି ଅଧ୍ୟକ୍ଷ, ୫ ସଦସ୍ୟ, ୪ ବିଧାୟକ ଯୋଗ ଦେବେ। ଅନୁସୂଚିତ ଜାତି/ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ସଦସ୍ୟ ଯୋଗଦେବେ ।
ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବେ, ବାଚସ୍ପତି ଓ କେନ୍ଦ୍ରମନ୍ତ୍ରୀ ଯୋଗ ଦେବେ ।



