ପୁଣି ବିମାନବନ୍ଦରରୁ ୮ କୋଟି ଟଙ୍କାର ମାରିଜୁଆନା ଜବତ
ଭୂବନେଶ୍ବର, ୦୩/୦୮ : ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ଯାହାର ମୂଲ୍ୟ ୮ କେଜିର ମାରିଜୁଆନା । ଆନୁମାନିକ ମୂଲ୍ୟ ପ୍ରାୟ ୮ କୋଟି ଟଙ୍କା ହେବ । ବ୍ୟାଙ୍କକରୁ ଆସୁଥିଲା । ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି ।



