1.90.3-W5RKEGX6Q2QFKJQFBBRCY2EKSQ.0.1-2
Spread the love

ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା । ବଳଙ୍ଗା ନାବାଳିକାଙ୍କୁ ନ୍ୟାୟ ଦାବିରେ ବିଜେଡି ୭ ତାରିଖ ଗୁରୁବାର ଦିନ ପୁରୀ ବନ୍ଦ ଡାକରା ଦେଇଛି। ୭ ତାରିଖ ସକାଳ ୬ଟାରୁ ଦିନ ୧୨ଟା ଯାଏଁ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ପୁରୀ ଜିଲ୍ଲା ବିଜେଡି ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତି ହୋଇଛି ।

ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ବିଜେଡି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।ପୋଲିସର ତଦନ୍ତ ଉପରେ ବିଜେଡି ପ୍ରଶ୍ନ ଉଠାଇଛି । ଘଟଣାର ସତ୍ୟାସତ୍ୟ ସରକାର ଶୀଘ୍ର ଉନ୍ମୋଚନ କରିବାକୁ ଦଳ ଦାବି କରିଛି ।

Leave a Reply

Your email address will not be published. Required fields are marked *