ଭୂବନେଶ୍ୱର, ୦୬/୦୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି । ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ରେଡ ଚାଲିଛି ।
ଚଢ଼ାଉରେ ୪ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଜଣ ଏଏସଆଇ ସାମିଲ ଅଛନ୍ତି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


