ଆଉ ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା । ପ୍ରସ୍ତୁତ ଚାଲିଛି ମହାପ୍ରଭୁଙ୍କ ପାଇଁ ବିଶ୍ୱର ସର୍ବବୃହତ ରାକ୍ଷୀ । ଶ୍ରୀମନ୍ଦିର ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ଏହି ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ । ଅଲିଅଳି ଭଉଣୀ ମା ସୁଭଦ୍ରା ବଡଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ପିନ୍ଧାଇବେ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁ ଏହି ରାକ୍ଷୀ ପରିଧାନ କରାଇବେ ସିଂହାରି ସେବାୟତ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)


