ନାଲକୋ ଆର୍ଥିକ ବର୍ଷ ୨୦୨୫ – ୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ : ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ ଲାଭ

ଭୂବନେଶ୍ୱର, ୮/୮ : ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଲୋକ ଉଦ୍ୟୋଗ ତଥା ଦେଶର ଅଗ୍ରଣୀ ଆଲୁମିନା ଏବଂ ଆଲୁମିନିୟମ ଉତ୍ପାଦକ ଏବଂ ରପ୍ତାନିକାରୀ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ଼ (ନାଲକୋ) ପକ୍ଷରୁ ଆର୍ଥିକ ବର୍ଷ ୨୦୨୫-୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷିତ ହୋଇଛି। ପ୍ରଥମ ତ୍ରୈମାସିକରେ କମ୍ପାନୀ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲାବେଳେ ଆର୍ଥିକ କ୍ଷେତ୍ରରେ ମଧ୍ୟ ଗୁରୁତ୍ତ୍ୱପୂର୍ଣ୍ଣ ଅଭିବୃଦ୍ଧି ହାସଲ କରିଛି ।

ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ନିର୍ଦ୍ଦେଶକ ମଣ୍ଡଳୀର ବୈଠକରେ ରେକର୍ଡରେ କରାଯାଇଥିବା ଫଳାଫଳ ଅନୁଯାୟୀ, ନାଲକୋ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଜୁନ୍ ୩୦ ତାରିଖରେ ଶେଷ ହୋଇଥିବା ପ୍ରଥମ ତ୍ରୈମାସିକରେ ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ୍ ଲାଭ ଅର୍ଜନ କରିଛି, ଯାହା ପୂର୍ବ ବର୍ଷର ସମାନ ତ୍ରୈମାସିକରେ ୬୦୧ କୋଟି ଟଙ୍କା ଥିଲା। ଚଳିତ ତ୍ରୈମାସିକରେ କମ୍ପାନୀ ମଧ୍ୟ ୩୮୦୭ କୋଟି ଟଙ୍କାର ବ୍ୟବସାୟ କରିଛି।ନାଲକୋ ବୋର୍ଡ ପକ୍ଷରୁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରତି ଇକ୍ୱିଟି ସେୟାର ପିଛା ଟ ୨.୫୦ଙ୍କା ହିସାବରେ ୪୫୯.୧୬ କୋଟି ଟଙ୍କା ଚୂଡ଼ାନ୍ତ ଲାଭାଂଶ ସୁପାରିଶ କରିଛି, ଯାହା ଆଗାମୀ ୪୪ତମ ବାର୍ଷିକ ସାଧାରଣ ବୈଠକରେ ସେୟାରଧାରକମାନଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନା କରାଯିବ। ଏଥିସହ, ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋଟ ଲାଭାଂଶ ପ୍ରଦାନ ପରିମାଣ ୧୯୨୮.୪୬ କୋଟି ଟଙ୍କା ହେବ ।ନାଲକୋ ବୋର୍ଡର ସକ୍ଷମ ମାର୍ଗଦର୍ଶନ ତଥା କର୍ମଚାରୀ, ସହଯୋଗୀ ଏବଂ ଅଂଶୀଦାରମାନଙ୍କ ପ୍ରତିବଦ୍ଧତା ଫଳରେ କମ୍ପାନୀ ପ୍ରଥମ ତ୍ରୈମାସିକର ଉଲ୍ଲେଖନୀୟ ପ୍ରଦର୍ଶନ ହାସଲ କରିଛି ବୋଲି ସିଏମଡି ଶ୍ରୀ ବ୍ରିଜେନ୍ଦ୍ର ପ୍ରତାପ ସିଂହ କହିଛନ୍ତି। ଶ୍ରୀ ସିଂହ ଆହୁରି ମଧ୍ୟ କହିଛନ୍ତି ଯେ, କମ୍ପାନୀର ଦୃଢ଼ ଫଳାଫଳ ମୂଲ୍ୟ-ଦକ୍ଷ କାର୍ଯ୍ୟ, ଅନୁକୂଳ ଘରୋଇ ବ୍ୟବସାୟିକ ପରିବେଶ, ଏବଂ ସାମଗ୍ରିକ ଟେକ୍ନୋ-ଅର୍ଥନୈତିକ ପାରାମିଟରରେ ଉନ୍ନତିର ମିଶ୍ରଣ ଦ୍ୱାରା ସମ୍ଭବ ହୋଇଛି।ଉଲ୍ଲେଖଯୋଗ୍ୟ ଯେ, ଗତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ପ୍ରଦର୍ଶନ ତୁଳନାରେ, ବକ୍ସାଇଟ୍ ପରିବହନରେ ୬.୫୬% ବୃଦ୍ଧି ଘଟିଥିବାବେଳେ ଆଲୁମିନା ହାଇଡ୍ରେଟ୍, କାଲସାଇଣ୍ଡ ଆଲୁମିନା ଏବଂ ଆଲୁମିନିୟମ୍ କାଷ୍ଟ ଧାତୁର ଉତ୍ପାଦନ ଯଥାକ୍ରମେ ୩୫.୫%, ୫୨.୨୫% ଏବଂ ୨.୬୮% ବୃଦ୍ଧି ପାଇଛି। ସେହିପରି, ବିକ୍ରୟ କ୍ଷେତ୍ରରେ, କମ୍ପାନୀ ବଳିଷ୍ଠ ପ୍ରଦର୍ଶନ ସହ ଆଲୁମିନା ରପ୍ତାନି କ୍ଷେତ୍ରରେ ୨୦୯% ଅଭିବୃଦ୍ଧି ହାସଲ କରିଛି। ଏଥି ସହ ଘରୋଇ ବଜାରରେ ଆଲୁମିନା ଏବଂ ଆଲୁମିନିୟମର ସର୍ବାଧିକ ଘରୋଇ ବିକ୍ରୟ ରେକର୍ଡ ମଧ୍ୟ ହାସଲ କରିଛି।ଫଳାଫଳ ସମ୍ବନ୍ଧରେ ନିଜର ମତ ପ୍ରକଟ କରିବା ସହ ଶ୍ରୀ ସିଂହ କହିଛନ୍ତି ଯେ, ଭାରତ ବିଶ୍ୱର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବରେ ଉଭା ହେବା ସହିତ, ଆଲୁମିନିୟମ୍ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ପ୍ରଗତି ହାସଲ କରୁଛି, ଚାହିଦା ୯ -୧୦% ବୃଦ୍ଧି ପାଇଛି ଏବଂ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ “ପରିବହନ, ନିର୍ମାଣ ଏବଂ ବୈଦ୍ୟୁତିକ କ୍ଷେତ୍ରଗୁଡ଼ିକ ବଡ଼ ଧରଣର ଅଭିବୃଦ୍ଧି ପାଇଁ ପ୍ରସ୍ତୁତ, ଏବଂ ୨୦୩୦ ସୁଦ୍ଧା, ଭାରତରେ ଆଲୁମିନିୟମ୍ ବ୍ୟବହାର ବାର୍ଷିକ ୭.୫ ରୁ ୮ ନିୟୁତ ଟନ୍ ପହଞ୍ଚିବ ବୋଲି ଆକଳନ କରାଯାଇଛି। ନାଲକୋର ଦୃଢ଼ ତ୍ରୟମାସିକ ଉତ୍କର୍ଷତା ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ, ଏବଂ ଆମେ ଏହି ଗତିକୁ ବଜାୟ ରଖିବା ପାଇଁ ଆଶାବାଦୀ ଅଛୁ ।ଉଲ୍ଲେଖନୀୟ ଯେ, ଆଲୁମିନିୟମ ଏବଂ ଆଲୁମିନା ମୂଲ୍ୟ ଶୃଙ୍ଖଳାରେ ସ୍ଥିର ଉନ୍ନତି ସହିତ ନାଲକୋ ନିରନ୍ତର ଭାବରେ ଦୃଢ଼ ବ୍ୟବସାୟିକ ପ୍ରଦର୍ଶନ କରିଆସୁଅଛି । କମ୍ପାନୀ ମଧ୍ୟ ସକ୍ରିୟ ଭାବରେ ଏହାର ଆଲୁମିନା ରିଫାଇନାରୀ ସମ୍ପ୍ରସାରଣକୁ ଆଗକୁ ବଢାଇବା ସହ ପୋଟାଙ୍ଗି ବକ୍ସାଇଟ୍ ଖଣିକୁ କାର୍ଯ୍ୟକ୍ଷମ କରିବା ଦିଗରେ କାର୍ଯ୍ୟ କରୁଛି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech