କଞ୍ଚା କପା ଆମଦାନୀ ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । କପା ଆମଦାନୀ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ ଘୋଷଣା । କୃଷି ଭିତ୍ତିଭୂମି ଏବଂ ବିକାଶ ସେସ୍ (AIDC) ବି ସମ୍ପୂର୍ଣ୍ଣ ଛାଡ଼ । ଆଜିଠୁ ଆସନ୍ତା ସେପ୍ଟେମ୍ବର ୩୦ ଯାଏଁ ବୈଧ ରହିବ। ଏନେଇ କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।



