ଲୋକସଭାରେ ପାସ୍ ହେଲା ଅନଲାଇନ୍ ଗେମିଂ ବିଲ୍-୨୦୨୫ ।ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାଚନିକ ଭୋଟ୍ରେ ପାରିତ । ଅନଲାଇନ୍ ଗେମ୍ ଅନେକ ଲୋକଙ୍କ ଜୀବନ ନେଉଛି କହିଲେ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।
‘୩୧ ମାସରେ ୩୨ ଜଣ ଲୋକ ଅନ୍ଲାଇନ୍ ଗେମ୍ ଖେଳି ପ୍ରାଣ ହରାଇଛନ୍ତି’,’ଅନଲାଇନ୍ ଗେମ୍ ମାଧ୍ୟମରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ହେଉଛି’ ।



