ପ୍ରାୟ ୪୦ କୋଟି ଟଙ୍କା ବ୍ୟୟରେ ୨ ବର୍ଷ ମଧ୍ୟରେ ନୂତନ ଭବନ ନିର୍ମାଣ ହେବ – ଧର୍ମେନ୍ଦ୍ର ପ୍ରଧାନ

କଟକ: କଟକ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ମହାକାଶ ଦିବସ’ ଅବସରରେ ମଧୁପାଟଣା ନୂଆପଡ଼ା ଠାରେ ବହୁ ପ୍ରତିକ୍ଷୀତ କେନ୍ଦ୍ରୀୟ ବିଦ୍ୟାଳୟ -୨ର ଦ୍ୱିତୀୟ ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କଟକ ବିଶେଷ ଭାବରେ ନୂଆପଡ଼ାର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ସେ କହିଥିଲେ ଆଗକୁ ଗଣେଶ ପୂଜା ଆସୁଥିବା ବେଳେ ଏହି କ୍ୟାମ୍ପସର ଶ୍ରୀଗଣେଶ ହେବା ଅଞ୍ଚଳବାସୀଙ୍କ ପାଇଁ ବଡ଼ ଉପଲବ୍ଧି । ପୂର୍ବ ସରକାରଙ୍କ ଅସହଯୋଗ କାରଣରୁ ଏହି କ୍ୟାମ୍ପସ ନିର୍ମାଣ ପ୍ରକ୍ରିୟାରେ ବିଳମ୍ବ ପରିଲକ୍ଷିତ ହୋଇଥିଲା । କଟକର ଜନପ୍ରତିନିଧି ଏବଂ ଅଞ୍ଚଳବାସୀଙ୍କ ଉଦ୍ୟମ କାରଣରୁ ବିଜେପି ସରକାରରେ ଏହାର କାମ ଆଗେଇ ପାରିଛି । ଆଗାମୀ ୨ ବର୍ଷ ମଧ୍ୟରେ ପାଖାପାଖି ୪୦ କୋଟି ଟଙ୍କା ଖର୍ଚ୍ଚ କରି ଏଠାରେ ନୂଆ ଭବନ ନିର୍ମାଣ କରାଯିବ । ଶିଶୁ ବାଟିକା ସହ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢାଯିବାର ସୁବିଧା କରାଯିବ । ଶ୍ରେଣୀଗୃହ ଏବଂ ଛାତ୍ରଛାତ୍ରୀଙ୍କୁ ଉପଯୋଗୀ ହେବା ଭଳି ଆନୁଷଙ୍ଗିକ ବ୍ୟବସ୍ଥା ତିଆରି କରାଯିବ, ଯ ଦ୍ୱାରା ବର୍ତ୍ତମାନ ପଢୁଥିବା ୪୦୦ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୧୦୦୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରିବ । ଏହି ବିଦ୍ୟାଳୟ ଆଗାମୀ ଦିନରେ ସ୍ଥାନୀୟ ଅଞ୍ଚଳର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସହ ଶିକ୍ଷା ଆବଶ୍ୟକତାକୁ ପୂରଣ କରିବ । ଏହି ବିଦ୍ୟାଳୟ ଆକର୍ଷଣୀୟ ବିଦ୍ୟାମନ୍ଦିରର ରୂପ ହେବ, ଯାହା ନବ ଓଡ଼ିଶା ନିର୍ମାଣରେ ନିଜର ଗୁରୁ ଦାୟିତ୍ୱ ତୁଲାଇବ ।ସେ ଆହୁରି କହିଛନ୍ତି ଯେ ଓଡ଼ିଆ ପିଲାମାନେ ସେତେବେଳେ ବିଶ୍ୱବିଜୟୀ ହେବେ, ଯେତେବେଳେ ସେମାନେ ସବୁ ବିଷୟକୁ ଭଲ ଭାବରେ ବୁଝିପାରିବେ । ସବୁ ବିଷୟ ଭଲ ଭାବରେ ବୁଝିବା ପାଇଁ ହେଲେ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷାରେ ଦକ୍ଷ କରିବା ପାଇଁ ହେବ । ବିଶିଷ୍ଟ ବୈଜ୍ଞାନିକ ଭାରତରତ୍ନ ଅବଦୁଲ କଲାମ ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପରି ମହାନ ବିଭୂତିମାନେ ନିଜ ମାତୃଭାଷାରେ ପାଠପଢି ଆମ ଦେଶକୁ ଗୌରାବାନ୍ୱିତ କରିଛନ୍ତି । ମାତୃଭାଷାରେ ପାଠ ପଢିଲେ ହିଁ ୨୦୩୬ ସୁଦ୍ଧା ‘ବିକଶିତ ଓଡ଼ିଶା’ଏବଂ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ର ସ୍ୱପ୍ନ ପୂରଣ ହୋଇପାରିବ । କେନ୍ଦ୍ରୀୟ ବିଦ୍ୟାଳୟ ଏ ଦିଗରେ ଅଗ୍ରଣୀ ଭୂମିକା ନେଉ ବୋଲି ଶ୍ରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି । ଶ୍ରୀ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ଜାତୀୟ ମହାକାଶ ଦିବସର ମହତ୍ୱ ସହ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତର ଦୃଷ୍ଟିକୋଣ ଉପରେ ପଚାରିବୁଝିଥିଲେ । ଏହି ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ କଟକ ସାଂସଦ ଭର୍ତ୍ତୃହରି ମହତାବ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ପ୍ରମୁଖ ଯୋଗଦେଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech