ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତାଙ୍କର ପ୍ଲାଣ୍ଟ୍ ତିଆରି କରିବ । ଟ୍ୱିନ୍ ସିଟିରେ ପ୍ରାଥମିକ ସ୍ତରରେ ପ୍ଲାଣ୍ଟ୍ ହେବ- କୃଷ୍ଣ ଚନ୍ଦ୍ର ମହାପାତ୍ର । ପରେ ପରେ ମ୍ୟୁନିସିପାଲଟି କର୍ପୋରେସନରେ ଏହାକୁ କରାଯିବ ।
ଖୁବଶୀଘ୍ର ବିଭାଗୀୟ ବୈଠକ ବସିବ ଓ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢିବ ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)
