୨୯ ତାରିଖକୁ ସରକାରୀ ଛୁଟି ଘୋଷଣା
୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି।ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ। ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାର କାର୍ଯ୍ୟଦିବସ ଘୋଷଣା ହୋଇଛି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-23-scaled.jpg)


