ମାଁ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ମାଁ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭବାନୀପାଟଣା : ତା. ୦୬.୦୯.୨୦୨୫ – କଳାହାଣ୍ଡି ଜିଲ୍ଲାର ଅଧିଷ୍ଟାତ୍ରୀ ଦେବୀ ମାଁ ମାଣିକେଶ୍ଵରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା ଆସନ୍ତା ୩୦ ସେପ୍ଟେମ୍ବର ୨୦୨୫ ରିଖ ଦିନ ଜିଲ୍ଲା ସଦର ମହକୁମା ଭବାନିପାଟଣାରେ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ ଜଣାଇ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଁ ମାଣିକେଶ୍ଵରୀଙ୍କର ପ୍ରସିଦ୍ଧ ଛତର ଯାତ୍ରା ସଦର ମହକୁମା ଭବାନୀପାଟଣାଠାରେ କିପରି ଶାନ୍ତି ଶୃଙ୍ଖଳା ଭାବରେ ପାଳନ କରାଯିବ ଏବଂ ମାଁ ଙ୍କ ମନ୍ଦିରରେ ଠିକ ସମୟରେ ପହଞ୍ଚିବ ସେ ଦିଗରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ଵ ଦେଇଥିଲେ । ଚଳିତ ମାସ ସେପ୍ଟେମ୍ବର ୩୦ ତାରିଖ ମହା ନବମୀ ପ୍ରାତଃ ସମୟରେ ଜେନାଖାଲଠାରେ ମାଁ ଙ୍କ ପୂଜା ଅର୍ଚ୍ଚନା ସାରି ମାଁ ଙ୍କ ଛତର ଯାତ୍ରା ଘଣ୍ଟ ବାଦ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁଙ୍କ ଗହଣରେ ରାଜପ୍ରସାଦ ସ୍ଥିତ ମାଁ ମାଣିକେଶ୍ଵରୀ ମନ୍ଦିର ପର୍ଯନ୍ତ ଅନୁଷ୍ଠିତ ହେବ । ଏହି ଅବସରରେ ଭବାନୀପାଟଣା ସହରର ସମସ୍ତ ରାସ୍ତାଘାଟ, ନାଳ ନର୍ଦ୍ଧମା ସଫା ସୁତୁରା ସହିତ ସହର ରାସ୍ତା ପାର୍ଶ୍ୱରେ ଲାଗିଥିବା ସମସ୍ତ ସିସି କ୍ୟାମେରା କୁ ଠିକ କରିବା ପାଇଁ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌରପାଳିକା ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଛତର ଯାତ୍ରାର ସୁପରିଚାଳନାରେ ଆବଶ୍ୟକ ଟ୍ରାଫିକ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ଆବଶ୍ୟକ ପୁଲିସ ମୁତୟନ, ପାନୀୟ ଜଳର ସୁବ୍ୟବସ୍ଥା, ଫାଷ୍ଟଏଡ ଆମ୍ବୁଲାନ୍ସ ସେବା, ବିଦ୍ୟୁତ ସରବରାହ, ସୂଚନା କେନ୍ଦ୍ର, ପୋଲିସ୍ କଣ୍ଟ୍ରୋଲ ରୁମ ଖୋଲିବା, ମଦ ଦୋକାନ ବନ୍ଦ ରଖିବା ଇତ୍ୟାଦି କାର୍ଯକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଛତର ଯାତ୍ରା ସମୟରେ କଡନ ର ସୁପରିଚାଳନା, ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ ଆରକ୍ଷୀ ଅଧ୍ୟକ୍ଷକଙ୍କ ନିଷ୍ପତ୍ତି ଓ ପ୍ରତ୍ୟକ୍ଷ ତତ୍ଵାବଧାନରେ କରାଯିବା ପାଇଁ ସ୍ଥିର କରାଗଲା । ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ, ଉପଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଭାତରୀୟ ପ୍ରଶାସନିକ ସେବା (ପ୍ରୋବେଶନ) ଅନିମେଷ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଶାନ୍ତ କୁମାର ସିଂ, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ପୌରପାଳିକା ଅଧ୍ୟକ୍ଷ ବିଷ୍ଣୁ ପ୍ରଧାନ, ସଦର ବିଧାୟକ ଙ୍କ ପ୍ରତିନିଧି ଧନୁର୍ଯ୍ୟ ଗହିର, ସହକାରୀ ଜିଲ୍ଲାପାଳ ସୁଶାନ୍ତ କୁମାର ନାଏକ, ଏସ.ଡି.ପି.ଓ. ନରେଶ ପ୍ରଧାନ, ସଦର ଆଇ.ଆଇ.ସି. ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଙ୍କ ସମେତ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ଛତର ଯାତ୍ରା ପାଳନ କମିଟିର ସମସ୍ତ ସଦସ୍ୟ, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech