Spread the love

ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା ଓ ନାରାବାଜି। ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ । ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

Leave a Reply

Your email address will not be published. Required fields are marked *