ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ।
ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି । ମୌସୁମୀ ଅଧିବେଶନରେ ରହିଥିଲା ୬ଟି କାର୍ଯ୍ୟ ଦିବସ ।୨ଟି ବିଲ୍ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୫ ପାରିତ।।
ପୂଜା ପାଇଁ ଦିନକ ପୂର୍ବରୁ ଅଧିବେଶନ ସାରିବାକୁ ଆସିଥିଲା ପ୍ରସ୍ତାବ ।



