ପ୍ରମୂଖ ଶାସନ ସଚ଼ିବଙ୍କ ଉନ୍ନୟନ କାର୍ଯ୍ୟ ସମୀକ୍ଷା

ପ୍ରମୂଖ ଶାସନ ସଚ଼ିବଙ୍କ ଉନ୍ନୟନ କାର୍ଯ୍ୟ ସମୀକ୍ଷା

ଢ଼େଙ୍କାନାଳ, ତା. ୨୫. ୦୯.୨୦୨୫- ଗତକାଲି ସଂଧ୍ୟାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ଢ଼େଙ୍କାନାଳ ଆକାଂକ୍ଷା ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭା ଗୃହଠାରେ ଆୟୋଜିତ ବୈଠକରେ ସେ ଜିଲ୍ଲାରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଦକ୍ଷତା ବିକାଶ ଓ ବିଭିନ୍ନ ଯୋଜନାରେ ଗୃହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଦୁର୍ଗମ ଅଂଚ଼ଳରେ ଗର୍ଭବତୀ ମହିଳାମାନେ ଯେପରି ସନ୍ତାନ ପ୍ରସବରେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖିନ ନ ହୁଅନ୍ତି ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ସହିତ ମା ଓ ଶିଶୁମାନଙ୍କର ପୁଷ୍ଟି ସାଧନ ଓ ସ୍ୱାସ୍ଥ୍ୟ ପ୍ରତି ଅଧିକ ଯତ୍ନବାନ ହେବାକୁ କହିଥିଲେ । କନ୍ୟା ସନ୍ତାନ ଜନ୍ମହାର ବୃଦ୍ଧି ନିମନ୍ତେ କନ୍ୟା ଭୃଣ ହତ୍ୟା ରୋକିବା ପାଇଁ ଲିଙ୍ଗ ନିରୁପଣ କରୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ୍ ଉପରେ ନିୟମିତ ଚ଼ଢ଼ାଉ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କହିଥିଲେ । ସିଭିଲ ସୋସାଇଟି ଓ ଏନ.ଜି.ଓ.ମାନଙ୍କ ସହଯୋଗରେ କନ୍ୟା ଭୃଣ ହତ୍ୟା ରୋକିବା ଦିଗରେ ଜନସଚେତନତା ବୃଦ୍ଧି କରିବାକୁ ପରାମର୍ଶ ଦେଇଥିଲେ । ଗୁଣାତ୍ମକ ଶିକ୍ଷା ପ୍ରଦାନ ହିଁ ଗୁରୁତ୍ୱପୂର୍ଣ୍ଣ । ଏ ଦିଗରେ ଅଧିକ ଧ୍ୟାନ ଦେବା ସହ ଅଧାରୁ ପାଠ ଛାଡ଼ିିଥିବା ପିଲାମାନଙ୍କୁ ପୁଣି ବିଦ୍ୟାଳୟକୁ ଫେରାଇ ଆଣିବା ଦିଗରେ ତତ୍ପରତାର ସହିତ କାର୍ଯ୍ୟ କରିବାକୁ କହିଥିଲେ । କାର୍ଯ୍ୟରେ ଖିଲାପ କରୁଥିବା ଶିକ୍ଷକମାନଙ୍କୁ ଚ଼ିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଥିଲେ । ଜିଲ୍ଲାରେ ପନିପରିବା ସହିତ ବିଭିନ୍ନ ଫଳ ଚାଷ ବୃଦ୍ଧି ପାଇଁ ଆଗ୍ରାଧିକାର ଦେବାକୁ କହିଥିଲେ ।ମୃର୍ତ୍ତିକା ସଂରକ୍ଷଣ ପାଇଁ କୃଷକ ମାନଙ୍କୁ ମୃର୍ତ୍ତିକା ସ୍ୱାସ୍ଥ୍ୟ କାର୍ଡ ଯୋଗାଣ, ପଶୁ ସମ୍ପଦର ବିକାଶ ଓ ସେମାନଙ୍କର ନିୟମିତ ଟୀକାକରଣ ପାଇଁ ପରାମର୍ଶ ଦେଇଥିଲେ । ସେ ବିଭିନ୍ନ ଯୋଜନାରେ ହିତାଧିକାରୀମାନଙ୍କୁ ଗୃହ ଯୋଗାଣ, ଜଳାଶୟଗୁଡ଼ିକର ପୁନଃରୁଦ୍ଧାର, ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ, ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ । ଆକାଂକ୍ଷା ଜିଲ୍ଲା କାର୍ଯ୍ୟକ୍ରମରେ ହେଉଥିବା ବିଭିନ୍ନ ଯୋଜନାକୁ ସଫଳତାର ସହିତ ସମାପନ କରି ନୀତି ଆୟୋଗର ଦୃଷ୍ଟି ଆକର୍ଷଣ କରିବାକୁ ପରାମର୍ଶ ଦେଇଥିଲେ । ନିଷ୍ଠାବାନ ହୋଇ ଓ ଦୁର୍ନିତି କାର୍ଯ୍ୟଠାରୁ ଦୂରେଇ ରହି ସର୍ବଦା ସକାରତ୍ମକ ଚିନ୍ତାଧାରରେ କର୍ତ୍ତବ୍ୟ ସମ୍ପାଦନ କରି କର୍ମଠ ଅଧିକାରୀ ଭାବେ ସୁନାମ ଅର୍ଜନ କରିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳ ଶ୍ରୀ ଆଶିଷ ଇଶ୍ଵର ପାଟିଲ ଓ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ଆକାଂକ୍ଷା ଜିଲ୍ଲା ଅନ୍ତର୍ଗତ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ପ୍ରମୂଖ ଶାସନ ସଚ଼ିବଙ୍କୁ ଅବଗତ କରାଇଥିଲେ । ଏହି ବୈଠକରେ ଆଇ.ଏ.ଏସ. (ପ୍ରୋବେସନ) ଭଗତ ସାମଲ କଲ୍ୟାଣ ରାଓ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀ ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ଶ୍ରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ ସଂଜୟ ମହାପାତ୍ର ଓ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତି ରଂଜନ ସେଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech