ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍ ଅଳିଆ ବାହାରୁଛି ।
ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା କରୁଛୁ ବୋଲି କହିଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ।ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ପାଇଁ ଟେଣ୍ଡର ସରିଛି ।ପଳାଶୁଣୀରେ ନିର୍ମାଣ ହେବ ୱେଷ୍ଟ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ ।



