ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମହାନବମୀରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲି ଦୁର୍ଗାପୂଜାର ମଜା ନେବେ ମୋହନ । ମଣ୍ଡପରେ ମା’ ଦୁର୍ଗା ଓ ହରପାର୍ବତୀଙ୍କ ଦର୍ଶନ କରିବେ ମୋହନ । ଏ ନେଇ ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି । ମୋହନଙ୍କ କଟକ ବୁଲା ନେଇ ସରକାରୀ ସ୍ତରରେ କାର୍ଯ୍ୟ ସୂଚୀ ସାଙ୍ଗକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ସୂଚନା ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)


