ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ । ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍। ୬ ଶହ ଟଙ୍କା ଫାଇନ୍ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)