ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି ।
ଗତକାଲି ରାତିରେ ଛାତ୍ରୀ ଜଣକ ବାହାରକୁ ଯାଇଥିବା ସମୟରେ ତାଙ୍କୁ ଦୁଷ୍କର୍ମ ହୋଇଥିବା ଜଣାପଡିଛି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)
