ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଉତ୍ସବମୁଖର । ଚାରିଆଡ଼େ ଖୁସିର ମାହୋଲ । ରଙ୍ଗୀନ ଆଲୋକମାଳାରେ ଘର ସଜେଇ ରଖିଛନ୍ତି ଲୋକେ । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି ମିଳିଛି । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି ।

May 25, 2026/
No Comments


