ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା। ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ ହିତାଧିକାରୀ। ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ କରିହେବ ଆବେଦନ। ୨୧ ବର୍ଷ ହୋଇଥିଲେ କରିହେବ ସୁଭଦ୍ରା ଆବେଦନ ।



