Spread the love

ଆଜି ମୈଦାନକୁ ଓହ୍ଲାଇବେ ଷ୍ଟାର କ୍ୟାମ୍ପେନର। ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଢେ ୧୧ଟାରେ ପ୍ରଥମେ କୋମନାରେ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ ସୋ କରିବେ। ପରେ ନିର୍ବାଚନୀ ସଭାରେ ଯୋଗ ଦେବେ ।

Leave a Reply

Your email address will not be published. Required fields are marked *