ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଗତ ରବିବାର ଦିନ ଭାରତୀୟ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାଜିତ କରି ପ୍ରଥମ ଥର ଲାଗି ମହିଳା ବିଶ୍ଵକପ ଟାଇଟଲ ହାସଲ କରିଥିଲା।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-28-scaled.jpg)


