ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା
ପୁରୀ: ପୁରୀ ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍ କ୍ୟାମେରା ନେଇ ପ୍ରବେଶ କଲେ ଜଣେ ଶ୍ରଦ୍ଧାଳୁ। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଅଟକାଇଲେ ଜଗନ୍ନାଥ ମନ୍ଦିର ପୋଲିସ୍। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ପୂର୍ବରୁ ମଧ୍ଯ ବହୁ ଥର ଶ୍ରୀମନ୍ଦିର ଭିତରେ ହିଡେନ୍ କ୍ୟାମେରା ଜବତ କରାଯାଇଛି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

