ବିଜେଡି ନେତାଙ୍କ ଘରେ ଆୟକର ଚଢାଉ । ନୂଆପଡ଼ାରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ଚଢାଉ । କୋମନା ବ୍ଲକ୍ର ପୂର୍ବତନ ଅଧ୍ୟକ୍ଷ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ଚଢାଉ ଜାରି ରହିଛି । ସକାଳୁ ଆରମ୍ଭ ହୋଇଥିବା ଏହି ଚଢାଉ ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଜାରି ରହିଛି।ଏବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅଛନ୍ତି ମନୋଜ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

