ମୋ ବାପାଙ୍କ ମୃତ୍ୟୁ ଖବର ମିଥ୍ୟା: ଧର୍ମେନ୍ଦ୍ରଙ୍କୁ ନେଇ ଈଶା ଦେଓଲଙ୍କ ପ୍ରଥମ ପ୍ରତିକ୍ରିୟା

ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ମଧ୍ୟରେ ଅଭିନେତାଙ୍କ ଝିଅ ଈଶା ଦେଓଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି ଏଶା କହିଛନ୍ତି ଯେ, ତାଙ୍କ ବାପାଙ୍କ ଅବସ୍ଥା ସ୍ଥିର ଅଛି। ଗଣମାଧ୍ୟମରେ ମିଥ୍ୟା ଖବର ପ୍ରସାରିତ ହେଉଛି। ସେ ଏହା ମଧ୍ୟ କହିଛନ୍ତି, ତାଙ୍କ ବାପାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ହେଉଛି।

ହସ୍ପିଟାଲରେ ପହଞ୍ଚିଥିଲେ ଶାହରୁଖ-ସଲମାନଶ୍ୱାସକ୍ରିୟାରେ ଅସୁବିଧା ଯୋଗୁ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ତାଙ୍କ ଅବସ୍ଥା ବହୁତ ଖରାପ ହୋଇଯାଇଥିଲା, ଯାହା ଫଳରେ ପରିବାର ସଦସ୍ୟମାନେ ତାଙ୍କୁ ଜଣ ଜଣ କରି ଦେଖା କରିବାକୁ ଆସିଥିଲେ। ୮୯ ବର୍ଷୀୟ ଧର୍ମେନ୍ଦ୍ରଙ୍କୁ ତାଙ୍କ ପିତା ବୋଲି ମାନିଥିବା ସଲମାନ ଖାନ ମଧ୍ୟ ଗତକାଲି ସନ୍ଧ୍ୟାରେ ହସ୍ପିଟାଲକୁ ଯାଇଥିଲେ।ତାଙ୍କ ମୃତ୍ୟୁର ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲାଶାହରୁଖ ଖାନ ମଧ୍ୟ ତାଙ୍କ ପୁଅ ଆର୍ଯ୍ୟାନଙ୍କ ସହିତ ଧର୍ମେନ୍ଦ୍ରଙ୍କୁ ଭେଟିଥିଲେ। ହେମା ମାଳିନୀ ମଧ୍ୟ ତାଙ୍କ ସ୍ୱାମୀଙ୍କୁ ଭେଟିଥିଲେ। ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ସୋସିଆଲ ମିଡିଆରେ ଦ୍ରୁତ ଗତିରେ ପ୍ରସାରିତ ହେବା ମାତ୍ରେ ଝିଅ ଏଶା ତୁରନ୍ତ ତାଙ୍କ ଅଫିସିଆଲ୍ ସୋସିଆଲ ମିଡିଆ ପେଜରେ ଏହି ରିପୋର୍ଟକୁ ଖଣ୍ଡନ କରିଥିଲେ। ଏଶା ତାଙ୍କ ବାପାଙ୍କ ବହୁତ ନିକଟତର। ତଥାପି, ଧର୍ମେନ୍ଦ୍ରଙ୍କୁ ପରୀକ୍ଷା କରୁଥିବା ଡାକ୍ତର ଦଳ ମଧ୍ୟ ଏକ ପୋଷ୍ଟ ମାଧ୍ୟମରେ ନିଶ୍ଚିତ କରିଛନ୍ତି ଯେ, ଧର୍ମେନ୍ଦ୍ରଙ୍କ ଅବସ୍ଥା ପୂର୍ବ ଅପେକ୍ଷା ଭଲ ଅଛି ଏବଂ ସେ ସୁସ୍ଥ ହେଉଛନ୍ତି।ସୂଚନାଯୋଗ୍ୟ,ଧର୍ମେନ୍ଦ୍ର ଗତ କିଛି ଦିନ ଧରି ସେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ଥିବା ବେଳେ ସୋମବାର ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାଯାଇଥିଲା। ତାଙ୍କ ଅବସ୍ଥା ଆହୁରି ଖରାପ ହେବା ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯିବା ସହ ଭେଣ୍ଟିଲେଟରରେ ରଖାଯାଇଥିଲା। ଏଭଳି ହଠାତ୍ ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବ‌ାରୁ ପରିବାର ଓ ସମ୍ପର୍କୀୟମାନେ ତାଙ୍କୁ ଭେଟିବା ପାଇଁ ହସ୍ପିଟାଲକୁ ଆସିବା ଆରମ୍ଭ କରିଥିଲେ। ଏହି ଖବର ଆସିବା ପରେ ଏବେ ତାଙ୍କ ପ୍ରଶଂସକ ତାଙ୍କ ପାଇଁ ପ୍ରାର୍ଥନା କରିବା ଆରମ୍ଭ କରିଥିଲେ। କୁହାଯାଉଛି ଯେ, ସେ ବୟସ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନଥିଲା। ଏହାପରେ ମଙ୍ଗଳବାର ସକାଳେ ତାଙ୍କ ମୃତ୍ୟୁ ନେଇ ଗୁଜବ ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲା।ତାଙ୍କୁ ପ୍ରାୟ ୧୦ଦିନ ପୂର୍ବରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଟିମ୍ ସ୍ୱାସ୍ଥ୍ୟାବସ୍ଥ‌ାର ସୂଚନା ଦେଇ କହିଥିଲେ ଯେ, ଏହା ଏକ ନିୟମିତ ଯାଞ୍ଚର ଅଂଶ ଥିଲା ଯାହା ପୂର୍ବରୁ ଯୋଜନା କରାଯାଇଥିଲା। ତେଣୁ, ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। କିଛି ଦିନ ପୂର୍ବେ, ଯେତେବେଳେ ଫଟୋଗ୍ରାଫରମାନେ ହେମା ମାଳିନୀଙ୍କୁ ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରିଥିଲେ, ସେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାର ଇଙ୍ଗିତ କରିଥିଲେ। ହାତ ଯୋଡ଼ି ହେମା ମାଳିନୀ ସମସ୍ତଙ୍କୁ କହିଥିଲେ ଯେ, ଧର୍ମେନ୍ଦ୍ର ଏବେ ସୁସ୍ଥ ଅଛନ୍ତି।ଧର୍ମେନ୍ଦ୍ର ନିୟମିତ ଚେକଅପ୍ ପାଇଁ ହସ୍ପିଟାଲରେ ଭର୍ତ୍ତି ହେବା ପ୍ରଥମ ଥର ନୁହେଁ। ତାଙ୍କୁ ଏବେ ୮୯ବର୍ଷ ବୟସ। ତେଣୁ ସେ ନିଜ ସ୍ବାସ୍ଥ୍ୟକୁ ନେଇ ଖୁବ ସତର୍କ ରହିଥାନ୍ତି। କିଛି ଦିନ ତଳେ ଅଭିନେତା ବୟସ ସମ୍ପର୍କିତ ଜଟିଳତା ଯୋଗୁଁ ଚିକିତ୍ସା ପାଇଁ ଆମେରିକା ଯାଇଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech