ଵଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ, କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ଆଧାରରେ ବିଜ୍ଞପ୍ତି ପ୍ରକାଶ । କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


