ପୋଲିସ-ମାଜିଷ୍ଟ୍ରେଟ୍ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ପୋଲିସ-ମାଜିଷ୍ଟ୍ରେଟ୍ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ଢ଼େଙ୍କାନାଳ, ତା. ୧୨.୧୨.୨୦୨୫- ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ଆଶିଷ ଇଶ୍ଵର ପାଟିଲଙ୍କ ଅଧ୍ୟକ୍ଷତାରେ ପୋଲିସ-ମାଜିଷ୍ଟ୍ରେଟ୍ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଥର ଓ ବାଲି ଚୋରାଚାଲାଣ ରୋକିବା ନିମନ୍ତେ ନିୟମିତ ଭାବେ ରାତିରେ ଚଢ଼ଉ କରିବାକୁ ଜିଲ୍ଲାପାଳ ତହସିଲଦାରମାନଙ୍କୁ କହିଛନ୍ତି । ଦୁର୍ଘଟଣା ଘଟୁଥିବା କ୍ରସରଗୁଡ଼ିକର ମଧ୍ୟ ଯାଞ୍ଚ କରି ଅନିୟମିତତା ଅବଲମ୍ବନ କରୁଥିବା କ୍ରସରଗୁଡ଼ିକ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତି । ସ୍କୁଲ ପିଲା ଓ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟି୍ରୁ ଦିନ ବେଳେ ଭାରିଯାନ ଚ଼ଳାଚ଼ଳ ଉପରେ ସଂପୂର୍ଣ୍ଣ ରୋକ ଲଗାଇବା ପାଇଁ ସେ ଆର.ଟି. ଓ.ଙ୍କୁ ପରାମର୍ଶ ଦେଇଛନ୍ତି । ଜାତୀୟ ରାଜପଥର ଡ଼ିଭାଇଡରକୁ କଟିଂ କରୁଥିବା ସଂସ୍ଥାମାନଙ୍କୁ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଡାକ୍ତରଖାନା ଓ ଶିକ୍ଷାନୁଷ୍ଠାନଗୁଡ଼ିକର ୧୦୦ ମିଟର ମଧ୍ୟରେ କୌଣସି ପ୍ରକାରର ତମ୍ବାଖୁ, ଗୁଟଖା ଆଦି ବିକ୍ରିକୁ ଯାଞ୍ଚ କରି ବନ୍ଦ କରିବାକୁ ଓ ବିଭିନ୍ନ ଔଷଧ ଦୋକାନରେ କଫ୍ ସିରପ୍ ବିକ୍ରି ଯାଞ୍ଚ୍ କରିବାକୁ ସେ ଡ୍ରଗ୍ ଇନ୍‌ସ୍ପେକ୍ଟରଙ୍କୁ କହିଛନ୍ତି । ଜିଲ୍ଲାରେ ଥିବା ସମସ୍ତ ପିକ୍‌ନିକ୍ ସ୍ପଟ୍ ରେ ଯେ କେହି ମଦ୍ୟପାନ କରୁଥିଲେ, ଅଶ୍ଲିଳ ବ୍ୟବହାର କରୁଥିଲେ ସେମାନଙ୍କୁ ତୁରନ୍ତ ଗିରଫ କରି ମୋକଦ୍ଦମା ରୁଜ୍ଜୁ କରିବାକୁ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର ଆରକ୍ଷୀ ଅଧିକାରୀଙ୍କୁ କହିଛନ୍ତି | କେହି ଗଞ୍ଜେଇ, ବ୍ରାଉନ ସୁଗାର ଆଦି ବ୍ୟବହାର କରୁଥିବା ଦେଖିଲେ ତୁରନ୍ତ ପୋଲିସକୁ ଜଣାଇବାକୁ ସେ ସେ ପରାମର୍ଶ ଦେଇଛନ୍ତି । ନିଶା ସେବନ ଠାରୁ ଦୂରେଇରହିବାକୁ ସ୍କୁଲ,କଲେଜର ପିଲାମାନଙ୍କୁ ସଚ଼େତନ କରାଇବା ଉପରେ ସେ ଗୁରୁତ୍ବାରୋପ କରିଛନ୍ତି । ଅବୈଧ ଭାବେ ଦେଶୀ ମଦ ତିଆରି ଏବଂ ଗଞ୍ଜେଇ ଚାଷ ସମ୍ପର୍କରେ କୌଣସି ଅଧିକାରୀ, କର୍ମଚାରୀ ଜାଣିଲେ ପୋଲିସକୁ ସୂଚନା ଦେବାକୁ କହିଛନ୍ତି । ଜମିଜମା ଅଥବା କୌଣସି କାରଣରୁ ଗଣ୍ଡଗୋଳର ଆଶଙ୍କାର ସୁଚ଼ନା ପାଇଲେ ତତ୍କାଳ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସେ ଆରକ୍ଷୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ବଣଭୋଜି ସମୟରେ ପ୍ଲାଷ୍ଟିକ ଓ ପଲିଥିନ ଆଦି ବ୍ୟବହାର ବନ୍ଦ କରାଯିବ ବୋଲି ବନଖଣ୍ଡ ଅଧିକାରୀ ଶ୍ରୀ ସୁମିତ କୁମାର କର କହିଛନ୍ତି । ବିଭିନ୍ନ ପିକନିକ୍ ସ୍ପଟ୍ ରେ ଥିବା ଜଳାଶୟ, କେନାଲ ଆଦିରେ ଦୁର୍ଘଟଣା ରୋକିବା ପାଇଁ ଅଗ୍ନିଶମ ବିଭାଗପକ୍ଷରୁ ବିହିତ ବ୍ୟବସ୍ଥା କରାଯିବ ସେ କହିଛନ୍ତି । ବିଭିନ୍ନ ଖଣି ଖଦାନରେ ୧୭୮ ଟି ରେଡ୍ କରାଯାଇ ୧୧୭ ଟି ଗାଡ଼଼ି ଜବତ କରାଯାଇଛି ଏବଂ ୧,୦୭,୭୮,୬୫୭ ଟଙ୍କା ଜୋରିମାନା ଆଦାୟ କରାଯାଇଛି ବୋଲି ଜଣା ଯାଇଛି । ଅବୈଧ କାର୍ଯ୍ୟକଳାପ ରୋକିବା ନିମନ୍ତେ ଆବଶ୍ୟକ ସରଞ୍ଜାମ ଓ ସାହାଯ୍ୟ-ସହଯୋଗ ପାଇଁ ପୋଲିସ ପ୍ରଶାସନକୁ ଜଣାଇବାକୁ ଆରକ୍ଷୀ ଅଧିକ୍ଷକ କହିଛନ୍ତି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ (ସାଧାରଣ), ଶ୍ରୀ ଲଳିତ ମୋହନ ବେହେରା (ରାଜସ୍ଵ), ସମସ୍ତ ଉପ ଜିଲ୍ଲାପାଳ, ତହସିଲଦାର, ଥାନା ଅଧିକାରୀ ଓ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech